Sunday, August 30, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବାରହା ଶିକାର ମାମଲାରେ ୫ ଜଣକୁ ଗିରଫ, ୩ ଫେରାର

by ସଞ୍ଜୟ ସ୍ୱାଇଁ
September 23, 2021
in Crime, State
ବାରହା ଶିକାର ମାମଲାରେ ୫ ଜଣକୁ ଗିରଫ, ୩ ଫେରାର
114
VIEWS
Share on FacebookShare on Twitter

କୋରାପୁଟ, (ବାଘୁଆବାର୍ତ୍ତା): କୋରାପୁଟ ସଦର ଥାନା କଟାସ ଜାନିଗୁଡାଠାରେ ବଣ ବାରହା ଶିକାର ମାମଲାରେ ୫ ଜଣକୁ ଗିରଫ କରାଯାଇଛି। କୋରାପୁଟ ଜଙ୍ଗଲ ବିଭାଗ ପକ୍ଷରୁ ଚଢାଉ ବେଳେ ଗିରଫ ହୋଇଛନ୍ତି ୫ ଅଭିଯୁକ୍ତ। ମୃତ ବାରହା ଜବତ କରିବା ସହ ୫ ଜଣକୁ ଗିରଫ କରିଛି । ନିକଟସ୍ଥ ଜଙ୍ଗଲରୁ ଶିକାର କରି ନଦୀ କୂଳରେ ଭାଗବଣ୍ଟା ବେଳେ ଅତର୍କିତ ଚଢ଼ାଉ କରିଥିଲେ ବନ ବିଭାଗର ସ୍ବତନ୍ତ୍ର ଟିମ୍ । ତେବେ ଉକ୍ତ ଘଟଣାରେ ୮ ଜଣ ଥିବାବେଳେ କେବଳ ୫ ଜଣକୁ ହିଁ କାବୁ କରିଥିଲା ଏହି ଟିମ୍ । ତିନି ଜଣ ଫେରାର ଥିବା ସୂଚନା ମିଳିଛି । କୋରାପୁଟ ସଦର ଥାନାରେ ମାମଲା ଦାୟର ହେଲା ପରେ ବନ ବିଭାଗ ଦ୍ଵାରା ୫ ଜଣଙ୍କୁ କୋର୍ଟ ଚାଲାଣ କରାଯାଇଥିବା ରେଞ୍ଜର ରୋହିତ କୁମାର କହିଛନ୍ତି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!