Monday, August 31, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜୁଆ ଆଡ୍ଡା ଉପରେ ଚଢଉ କରି ମୋଟ ୧୪ ଜଣଙ୍କୁ ଗିରଫ କରାଯାଇଛି

by ସଞ୍ଜୟ ସ୍ୱାଇଁ
September 23, 2021
in Crime, State
ଜୁଆ ଆଡ୍ଡା ଉପରେ ଚଢଉ କରି ମୋଟ ୧୪ ଜଣଙ୍କୁ ଗିରଫ କରାଯାଇଛି
85
VIEWS
Share on FacebookShare on Twitter

ସମ୍ବଲପୁର, (ବାଘୁଆବାର୍ତ୍ତା): ଜୁଆ ଆଡ୍ଡା ଉପରେ ପଞ୍ଝା ମାରିଲା ପୋଲିସ । ସମ୍ୱଲପୁର ସହରର ବିଭିନ୍ନ ସ୍ଥାନରେ ଜୁଆ ଆଡ୍ଡା ଉପରେ ଚଢଉ କରି ମୋଟ ୧୪ ଜଣଙ୍କୁ ଗିରଫ କରାଯାଇଛି । ସହରରେ ଜୁଆ ଖେଳ ଚାଲିଥିବା ନେଇ ପୋଲିସକୁ ଖବର ମିଳିଥିଲା । ଏହାପରେ ସ୍ୱତନ୍ତ୍ର ପୋଲିସ ଟିମ୍ ଆରମ୍ଭ କରିଥିଲା ରେଡ୍ । ପୋଲିସ ୧୪ ଜଣଙ୍କୁ ଗିରଫ କରିଥିବା ବେଳେ ସେମାନଙ୍କ ନିକଟରୁ ବହୁ ପରିମାଣର ନଗଦ ଟଙ୍କା, ଏକାଧିକ ମୋବାଇଲ ଫୋନ, କାଲକୁଲେଟର ଆଦି ଜବତ କରାଯାଇଛି । ତେବେ ଜୁଆଖେଳର ମାଷ୍ଟରମାଇଣ୍ଡ ଫେରାର ହୋଇଯାଇଛି । ତାକୁ ଧରିବାକୁ ତନାଘନା ତଦନ୍ତ ଚଳାଇଛି ପୋଲିସ । ସମ୍ବଲପୁର ଟାଉନ ଥାନା, ଧନୁପାଲି ଥାନା ଏବଂ ଅଇଁଠାପାଲି ଥାନାରେ ମୋଟ ୭ଟି ମାମଲା ରୁଜ୍ଜୁ କରାଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!