Monday, August 31, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜଣେ ଠିକା ସଂସ୍ଥାର ସୁପରଭାଇଜରଙ୍କୁ ଗୁଳିକରି ହତ୍ୟା କରିବା ପରେ ୪ଟି ଗାଡ଼ି ଜାଳି ଦେଇଛନ୍ତି ନକ୍ସଲ

by ସଞ୍ଜୟ ସ୍ୱାଇଁ
September 24, 2021
in Crime, State
ଜଣେ ଠିକା ସଂସ୍ଥାର ସୁପରଭାଇଜରଙ୍କୁ ଗୁଳିକରି ହତ୍ୟା କରିବା ପରେ ୪ଟି ଗାଡ଼ି ଜାଳି ଦେଇଛନ୍ତି ନକ୍ସଲ
72
VIEWS
Share on FacebookShare on Twitter

ମାଲକାନଗିରି, (ବାଘୁଆବାର୍ତ୍ତା): ମାଲକାନଗିରି ସୀମାନ୍ତ ଛତିଶଗଡ଼ରେ ବର୍ବରକାଣ୍ଡ ଘଟାଇଛନ୍ତି ନକ୍ସଲ। ଜଣେ ଠିକା ସଂସ୍ଥାର ସୁପରଭାଇଜରଙ୍କୁ ଗୁଳିକରି ହତ୍ୟା କରିବା ପରେ ୪ଟି ଗାଡ଼ି ଜାଳି ଦେଇଛନ୍ତି ନକ୍ସଲ। ମୃତ ସୁପରଭାଇଜର ଜଣଙ୍କ ହେଲେ ସନ୍ଦୀପ। ଗତକାଲି ରାତିରେ ନକ୍ସଲମାନେ ସୁପରଭାଇଜରଙ୍କୁ ଗୁଳିକରି ହତ୍ୟା କରିଥିବା ଜଣାଯାଇଛି। ମିଳିଥିବା ସୂଚନା ଅନୁସାରେ, ଛତିଶଗଡ଼ର ନାରାୟଣପୁର ଜିଲ୍ଲା ମୋଡ଼େନାରରେ ରାସ୍ତା କାମ ଚାଲିଥିଲା। ଏହି ରାସ୍ତା କାମକୁ ନକ୍ସଲମାନେ ବିରୋଧ କରି ଗୋଟିଏ ଟିପ୍ପର, ଦୁଇଟି ଟ୍ରାକ୍ଟର ଓ ଗୋଟିଏ ବାଇକକୁ ଜାଳିଦେଇଛନ୍ତି।ଘଟଣାସ୍ଥଳରେ ନକ୍ସଲମାନେ ପୋଷ୍ଟର ଛାଡ଼ି ଯାଇଛନ୍ତି। ରାସ୍ତା କାମକୁ ସମ୍ପୂର୍ଣ୍ଣ ବନ୍ଦ କରିବା ସହ ରାସ୍ତା କାମକୁ ସ୍ଥାନୀୟ ଲୋକ ସହଯୋଗ ନ କରିବାକୁ ପୋଷ୍ଟରରେ ଧମକ ଦିଆଯାଇଛି। ଏହି ହିଂସାକାଣ୍ଡରେ ଶତାଧିକ ସଶସ୍ତ୍ର ମହିଳା ଓ ପୁରୁଷ ନକ୍ସଲ ସାମିଲ ଥିଲେ। ଏହି ଘଟଣାପରେ ପରେ ପୁଲିସ ପକ୍ଷରୁ ସେହି ଅଞ୍ଚଳରେ କମ୍ବିଂ ଅପରେସନକୁ ଜୋରଦାର କରାଯାଇଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!