Thursday, November 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାଜ୍ୟରେ ଗତ ୨୪ ଘଣ୍ଟାରେ ୫୩୯ ଜଣ କରୋନା ପଜିଟିଭ୍ ଚିହ୍ନଟ, ସେମାନଙ୍କ ମଧ୍ୟରେ ଅଛନ୍ତି ୭୭ଜଣ ଛୁଆ

by ସଞ୍ଜୟ ସ୍ୱାଇଁ
September 24, 2021
in Health, State
ରାଜ୍ୟରେ ଗତ ୨୪ ଘଣ୍ଟାରେ ୫୩୯ ଜଣ କରୋନା ପଜିଟିଭ୍ ଚିହ୍ନଟ, ସେମାନଙ୍କ ମଧ୍ୟରେ ଅଛନ୍ତି ୭୭ଜଣ ଛୁଆ
63
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ରାଜ୍ୟରେ ଗତ ୨୪ ଘଣ୍ଟାରେ ୫୩୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୭୭ଜଣ ୧୮ ବର୍ଷରୁ କମ୍ ବର୍ଗର। ୫୩୯ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ୍‌ରୁ ୩୧୬ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ୍ ହେଉଛି ୨୨୩। ଖୋର୍ଦ୍ଧାରୁ ସର୍ବାଧିକ ୨୫୪ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାବାଦ ଅନୁଗୋଳରୁ ୬ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୨୩, ବରଗଡ଼ରୁ ୨, ଭଦ୍ରକରୁ୧୨, କଟକରୁ ୪୮, ଢେଙ୍କାନାଳରୁ୪, ଗଞ୍ଜାମରୁ ଜଣେ, ଜଗତସିଂହପୁରରୁ ୩୧, ଯାଜପୁର୧୭, ଝାରସୁଗୁଡ଼ା ୪, କଳାହାଣ୍ଡିରୁ ଜଣେ, କନ୍ଧମାଳରୁ ଜଣେ,କେନ୍ଦ୍ରାପଡ଼ା ୧୦, କେନ୍ଦୁଝର ୨, କୋରାପୁଟ ୩ ଓ ମାଲକାନଗିରି ୨ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ମୟୂରଭଞ୍ଜ ୧୩, ନୟାଗଡ଼୫, ପୁରୀରୁ ୧୨, ରାୟଗଡ଼ା୨, ସମ୍ବଲପୁର୧୨, ସୋନପୁରରୁ ୫ , ସୁନ୍ଦରଗଡ଼ ୫ ଓ ଷ୍ଟେଟପୁଲରୁ ୬୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୩ ହଜାର ୧୩୩କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୧୦,୯୦ ,୦୮୮ ସୁସ୍ଥ ହୋଇ ସାରିଥିବା ବେଳେ ଆକ୍ଟିଭ କେସ୍‌ ହେଉଛି ୫୮୨୯। ସେହିପରି କରୋନାରେ ପ୍ରାଣ ହରାଇଥିବା ଆଉ ୬ ଜଣଙ୍କ ସଂପର୍କରେ ସରକାର ତଥ୍ୟ ଦେଇଛନ୍ତି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮,୧୬୩କୁ ବୃଦ୍ଧି ପାଇଛି। ଏହି୬ ଜଣଙ୍କ ମଧ୍ୟରେ କଟକ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୩ ଜଣ ଲେଖାଏଁ ଅଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!