Wednesday, September 2, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନିଜ ଶୋଇବା କୋଠରିରେ ବେକରେ ଦଉଡି ଦେଇ ଯୁବକର ଆତ୍ମହତ୍ୟା

by ସଞ୍ଜୟ ସ୍ୱାଇଁ
September 24, 2021
in Crime, State
ନିଜ ଶୋଇବା କୋଠରିରେ ବେକରେ ଦଉଡି ଦେଇ ଯୁବକର ଆତ୍ମହତ୍ୟା
80
VIEWS
Share on FacebookShare on Twitter

କୋକସରା, (ବାଘୁଆବାର୍ତ୍ତା): ନିଜ ଶୋଇବା କୋଠରିରେ ବେକରେ ଦଉଡି ଦେଇ ଯୁବକର ଆତ୍ମହତ୍ୟା କରିଥିବା ନେଇ ଅଭିଯୋଗ ହୋଇଛି। ଘଟଣାଟି ଘଟିଛି କୋକସରା ଥାନା ଅନ୍ତର୍ଗତ କୋକସରା ଗ୍ରାମରେ। ପୋଲିସ ପଡ଼ା ପଛରେ ରହୁଥିବା ପ୍ରଦୀପ ନାଏକଙ୍କ ବଡ଼ ପୁଅ ଅର୍ଜୁନ ନାଏକ ଗୁରବାର ସନ୍ଧ୍ୟା ୭ ଟା ସମୟରେ ନିଜ ଶୋଇବା କୋଠରିରେ ବେକରେ ରଶି ଲଗାଇ ଆତ୍ମହତ୍ୟା କରିଛି। ଏନେଇ ପରିବାର ପକ୍ଷରୁ କୋକସରା ଥାନାରେ ଅଭିଯୋଗ ହୋଇଛି । ତେବେ ପୋଲିସ ଶୁକ୍ରବାର ସକାଳୁ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଏଥିସହିତ ଶବ ଜବତ କରି ବ୍ୟବଚ୍ଛେଦ ପାଇଁ କୋକସରା ହସ୍ପିଟାଲକୁ ପଠାଇ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି । ତେବେ କେଉଁ କାରଣକୁ ନେଇ ଯୁବକ ଆତ୍ମହତ୍ୟା କରିଛନ୍ତି ନା ଅନ୍ୟ କୌଣସି କାରଣ ରହିଛି ତାହା ଅସ୍ପଷ୍ଟ ରହିଛି। ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିଲେ ଘଟଣା ସ୍ପଷ୍ଟ ହେବ ବୋଲି ତଦନ୍ତକାରୀ ପୋଲିସ ଅଧିକାରୀ ସୂଚନା ଦେଇଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!