Friday, June 19, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରୋଟାରୀ ଫିଜିଓଥେରାପି ଚିକିତ୍ସା ଶିବିର

by ସଞ୍ଜୟ ସ୍ୱାଇଁ
September 26, 2021
in Health, Nayagarh, State
ରୋଟାରୀ ଫିଜିଓଥେରାପି ଚିକିତ୍ସା ଶିବିର
163
VIEWS
Share on FacebookShare on Twitter

ନୟାଗଡ, (ବାଘୁଆବାର୍ତ୍ତା): ନୟାଗଡ ରୋଟାରୀ କ୍ଲବ ଆନୁକୂଲ୍ୟରେ ଏକ ଫିଜିଓଥେରାପି ଚିକିତ୍ସା ଶିବିର ଖଣ୍ଡପଡା ବ୍ଲକର ଶିଖରପୁର ଗ୍ରାମରେ ଅନୁଷ୍ଠିତ ହୋଇଯାଇଛି । ଏହି ଶିବିର ରେ ୫୦ରୁ ଉର୍ଦ୍ଧ୍ବ ରୋଗୀ ଯୋଗଦେଇ ଫିଜିଓଥେରାପି କସରତ ଶିଖିବା ସହ ଫିଜିଓଥେରାପିଷ୍ଟ ଅଭିଳାଷ ଦାସ ଓ ସହଯୋଗୀ ନମିତା ନନ୍ଦଙ୍କ ପରାମର୍ଶ ନେଇଥିଲେ। ନୟାଗଡ଼ ରୋଟାରୀ କ୍ଲବର ସଭାପତି ଧିରେନ୍ଦ୍ର କୁମାର ପଟ୍ଟନାୟକଙ୍କ ନେତୃତ୍ୱରେ ଚାଲିଥିବା ଏହି ଶିବିର ର ପରିଚାଳନାରେ ସହଯୋଗ କରିଥିଲେ ରୋଟାରିଆନ ଆରିଫ ଖାନ୍, ପ୍ରବିର ପୃଷ୍ଟି, ଲକ୍ଷ୍ମୀ ନାରାୟଣ ରଥ ଓ ଆର.ସି.ସି. ଶିଖରପୁର ର ଯୁବ ସମାଜସେବୀ ମାନେ । ସ୍ଥାନୀୟ ଗ୍ରାମବାସୀମାନେ ଏପରି ଚିକିତ୍ସା ଶିବିରକୁ ଆଗାମୀ ଦିନ ମାନଙ୍କରେ ଜାରି ରଖିବା ପାଇଁ ଅନୁରୋଧ କରିଥିଲେ ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!