Wednesday, April 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସମୁଦ୍ର ମୁହାଣରେ ଭାସିଗଲେ ଦୁଇ ପର୍ୟ୍ୟଟକ, ଜାରି ରଖିଛନ୍ତି ଉଦ୍ଧାର କାର୍ୟ୍ୟ

by ସଞ୍ଜୟ ସ୍ୱାଇଁ
September 26, 2021
in State
ସମୁଦ୍ର ମୁହାଣରେ ଭାସିଗଲେ ଦୁଇ ପର୍ୟ୍ୟଟକ, ଜାରି ରଖିଛନ୍ତି ଉଦ୍ଧାର କାର୍ୟ୍ୟ
117
VIEWS
Share on FacebookShare on Twitter

ବାଲେଶ୍ୱର, (ବାଘୁଆବାର୍ତ୍ତା): ଆସୁଛି ବାତ୍ୟା ଗୁଲାବ । ଅସ୍ଥିର ରହିଛି ସମୁଦ୍ର । ବାଲେଶ୍ୱର ଜିଲ୍ଲା ଭୋଗରାଇ ବ୍ଲକ ତାଳସରୀ ସମୁଦ୍ର ମୁହାଣରେ ଭାସିଗଲେ ଦୁଇ ପର୍ୟ୍ୟଟକ । ଗୋଟିଏ ପଟେ ଗୁଲାବକୁ ନେଇ ସ୍ଥାନୀୟ ପ୍ରଶାସନ ପ୍ରସ୍ତୁତି ଚଳାଇଥିବାବେଳେ ଏଭଳି ଏକ ଖବର ଚିନ୍ତାର କାରଣ ପାଲଟିଛି । ମିଳିଥିବା ରିପୋର୍ଟ ଅନୁଯାୟୀ ଆଜି ପଶ୍ଚିମବଙ୍ଗର ୫ଜଣ ବନ୍ଧୁ ମଧ୍ୟାହ୍ନରେ ସମୁଦ୍ରକୁ ଗାଧୋଇବାକୁ ଯାଇଥିଲେ । ସେମାନଙ୍କ ମଧ୍ୟରୁ ଦୁଇଜଣ ଗଭୀର ପାଣିରେ ଭାସିଯାଇଥିଲେ । ଏହି ଖବର ବିଜୁଳି ବେଗରେ ପ୍ରଚାରିତ ହେବା ପରେ ମେରାଇନ ଥାନା ପୋଲିସ ଓ ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଂଚି ଉଦ୍ଧାର କାର୍ୟ୍ୟ ଜାରି ରଖିଛନ୍ତି । ସବିଶେଷ ରିପୋର୍ଟ ଅନୁଯାୟୀ ବର୍ତ୍ତମାନ ସୁଦ୍ଧା ନିଖୋଜ ଦୁଇଜଣଙ୍କର କୌଣସି ଖୋଜ ଖବର ମିଳିପାରିନି ।

ମୁଖ୍ୟମନ୍ତ୍ରୀ କନ୍ୟାଦାନ ଯୋଜନା:୨୧ରେ ଯୋଡ଼ା ହେଲେ ୨୨ଯୋଡ଼ା ନବ ଦମ୍ପତ୍ତି

ମୁଖ୍ୟମନ୍ତ୍ରୀ କନ୍ୟାଦାନ ଯୋଜନା:୨୧ରେ ଯୋଡ଼ା ହେଲେ ୨୨ଯୋଡ଼ା ନବ ଦମ୍ପତ୍ତି

April 22, 2026
ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

April 20, 2026
ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

April 20, 2026
ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

April 20, 2026
ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

April 20, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!