Tuesday, April 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଗଜପତି ଜିଲ୍ଲାରେ ବାତ୍ୟା ‘ଗୁଲାବ’ର ପ୍ରଭାବରେ ବିଭିନ୍ନ ସ୍ଥାନରେ ଗଛ ପଡି ରାସ୍ତା ଅବରୋଧ

by ସଞ୍ଜୟ ସ୍ୱାଇଁ
September 27, 2021
in State
ଗଜପତି ଜିଲ୍ଲାରେ ବାତ୍ୟା ‘ଗୁଲାବ’ର ପ୍ରଭାବରେ ବିଭିନ୍ନ ସ୍ଥାନରେ ଗଛ ପଡି ରାସ୍ତା ଅବରୋଧ
43
VIEWS
Share on FacebookShare on Twitter

ମୋହନା, (ବାଘୁଆବାର୍ତ୍ତା): ଗଜପତି ଜିଲ୍ଲାରେ ବାତ୍ୟା ‘ଗୁଲାବ’ର ପ୍ରଭାବ ଦେଖିବାକୁ ମିଳିଛି । ରବିବାରଠାରୁ ବର୍ଷାସହ ପବନ ଲାଗିରହିଥିବା ବେଳେ ବିଭିନ୍ନ ସ୍ଥାନରେ ଗଛ ପଡି ରାସ୍ତା ଅବରୋଧ ହୋଇଛି । ରବିବାର ରାତିରେ ମୋହନା ବ୍ଲକର ମାଣିକପୁରଠାରେ ବିଶାଳ ଗଛ ପଡିବା ଯୋଗୁଁ ମୋହନା-ପାରଳାଖେମୁଣ୍ଡି ମଧ୍ୟରେ ଯାତାୟାତ ଠପ୍ ହୋଇଥିଲା । ସେହିଭଳି ପିଣ୍ଡିକି ନିକଟରେ ଗଛ ପଡିଥିବା ବେଳେ ଲିଲିଗଡ଼ଠାରେ ମଧ୍ୟ ଗଛ ପଡି ମୋହନା-ବ୍ରହ୍ମପୁର ମଧ୍ୟରେ ରାସ୍ତା ଅବରୋଧ ହୋଇଛି । ଏଥିସହ ତଲାସିଙ୍ଗ ଗାଁ ନିକଟରେ ମଧ୍ୟ ଗଛ ପଡି ରାସ୍ତା ଅବରୋଧ ହୋଇଥିଲା । ସେହିପରି ଆର. ଉଦୟଗିରି ବ୍ଲକ୍ ଚମ୍ପା ଘାଟିରେ ଗଛ ପଡି ୩୨୬ ନମ୍ବର ଜାତୀୟ ରାଜପଥ ଅବରୋଧ ହୋଇଥିଲା । ତେବେ ଅଗ୍ନିଶମ ବାହିନୀ, ଓଡ୍ରାଫ ଟିମ୍ ଓ ପୋଲିସ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଗଛ କାଟିବା ସହ ରାସ୍ତା ସ୍ଵାଭାବିକ କରିଛନ୍ତି ।

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

April 20, 2026
ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

April 20, 2026
ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

April 20, 2026
ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

April 20, 2026
ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

April 19, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!