Tuesday, April 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଚଣ୍ଡିଖୋଲ ପ୍ରେସ୍ କ୍ଲବ୍ ପକ୍ଷରୁ ଦୁଇ ଜଣ ବରିଷ୍ଠ ସାମ୍ବାଦିକ ମନୋରମା ମହାପାତ୍ର ଓ ଅରିନ୍ଦମ ଦାସଙ୍କୁ ଶ୍ରଦ୍ଧାଞ୍ଜଳି

by ସଞ୍ଜୟ ସ୍ୱାଇଁ
September 27, 2021
in State
ଚଣ୍ଡିଖୋଲ ପ୍ରେସ୍ କ୍ଲବ୍ ପକ୍ଷରୁ ଦୁଇ ଜଣ ବରିଷ୍ଠ ସାମ୍ବାଦିକ ମନୋରମା ମହାପାତ୍ର ଓ ଅରିନ୍ଦମ ଦାସଙ୍କୁ ଶ୍ରଦ୍ଧାଞ୍ଜଳି
138
VIEWS
Share on FacebookShare on Twitter

ଚଣ୍ଡିଖୋଲ, (ବାଘୁଆବାର୍ତ୍ତା): ରାଜ୍ୟର ଦୁଇ ଜଣ ବରିଷ୍ଠ ସାମ୍ବାଦିକ ମନୋରମା ମହାପାତ୍ର ଓ ଅରିନ୍ଦମ ଦାସଙ୍କ ବିୟୋଗରେ ଶୋକ । ଯାଜପୁର ଜିଲ୍ଲା ଚଣ୍ଡିଖୋଲ ପ୍ରେସ କ୍ଳବ ପକ୍ଷରୁ ଉଭୟ ସାମ୍ବାଦିକଙ୍କ ପାଇଁ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇ ଯାଇଛି । ସୂଚନାନୁସାରେ, କିଛି ଦିନ ପୂର୍ବରୁ ସାହିତ୍ୟ ଜଗତର ଜଣେ ଅନନ୍ୟ ପ୍ରତିଭା ତଥା ବରିଷ୍ଠ ସାମ୍ବାଦିକା ମନୋରମା ମହାପାତ୍ରଙ୍କ ବିୟୋଗ ହୋଇଥିଲା । ଅନ୍ୟ ପଟେ ଶୁକ୍ରବାର ଦିନ ମୁଣ୍ଡୁଳି ଠାରେ ହାତୀ ଉଦ୍ଧାର ପାଇଁ ଯାଇଥିବା ଓଡ୍ରାଫ ଟିମ ସହ ଗଣମାଧ୍ୟମ ପ୍ରତିନିଧି ଅରିନ୍ଦମ ଦାସଙ୍କ ଅକାଳ ବିୟୋଗ ହୋଇଥିଲା । ଯାହା ସାରା ଓଡିଶାକୁ ସ୍ତବ୍ଧ କରିଦେଇଥିଲା । ଏହି ଦୁଇ ବରିଷ୍ଠ ସାମ୍ବାଦିକଙ୍କ ବିୟୋଗ ସାମ୍ବାଦିକତା ଜଗତ ପାଇଁ ଅପୂରଣୀୟ କ୍ଷତି ଅଟେ । ଚଣ୍ଡିଖୋଲ ପ୍ରେସ କ୍ଳବର ସଭାପତି ପ୍ରଦୀପ ପରିଡାଙ୍କ ଅଧକ୍ଷତାରେ ଅନୁଷ୍ଠିତ ଏହି ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଥିଲା । ସଭାରେ ବହୁ ସାମ୍ବାଦିକ ଯୋଗ ଦେଇ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ.।

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

April 20, 2026
ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

April 20, 2026
ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

April 20, 2026
ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

April 20, 2026
ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

April 19, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!