Tuesday, April 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପିପିଲି ଉପନିର୍ବାଚନ ଲାଗି ଆଜି ସନ୍ଧ୍ୟାରେ ସରୁଛି ପ୍ରଚାର

by ସଞ୍ଜୟ ସ୍ୱାଇଁ
September 27, 2021
in Politics, State
ପିପିଲି ଉପନିର୍ବାଚନ ଲାଗି ଆଜି ସନ୍ଧ୍ୟାରେ ସରୁଛି ପ୍ରଚାର
69
VIEWS
Share on FacebookShare on Twitter

ପିପିଲି, (ବାଘୁଆବାର୍ତ୍ତା): ପିପିଲି ଉପନିର୍ବାଚନ ଲାଗି ଆଜି ସନ୍ଧ୍ୟାରେ ସରୁଛି ପ୍ରଚାର। ଏଥିଲାଗି ପ୍ରଚାରରେ ଜି ଜାନ୍ ଲଗାଇ ଦେଇଛନ୍ତି ତିନି ପ୍ରମୁଖ ଦଳର ପ୍ରାର୍ଥୀ। ବିଜେପି ପ୍ରାର୍ଥୀ ଆଶ୍ରିତ ପଟ୍ଟନାୟକ ପିପିଲିରେ ତାଙ୍କର ପ୍ରଚାର ଜାରି ରଖିଛନ୍ତି। ପିପିଲି ୨୪ ନମ୍ବର ଜୋନର ରଥ ପୁରୁଷୋତ୍ତମପୁର, ସରସ୍ୱତୀପୁର ଓ ତେଇଶିପୁର ପଞ୍ଚାୟତରେ ନିଜ କର୍ମୀ ଏବଂ ସମର୍ଥକଙ୍କୁ ଧରି ଲୋକଙ୍କୁ ଭୋଟ୍ ଭିକ୍ଷା କରୁଛନ୍ତି। ସେହିପରି ବିଜେଡି ପ୍ରାର୍ଥୀ ରୁଦ୍ର ପ୍ରତାପ ମହାରଥୀ ମଧ୍ୟ ପିପିଲି ଏନଏସିର ବିଭିନ୍ନ ଓ୍ୱାର୍ଡ ବୁଲି ପ୍ରଚାର ଚଲାଇଛନ୍ତି। କଂଗ୍ରେସ ପ୍ରାର୍ଥୀ ବିଶ୍ୱକେଶନ ହରିଚନ୍ଦନ ମହାପାତ୍ର ମଧ୍ୟ ଜୋରସୋରରେ ପ୍ରଚାର ଚଳାଛନ୍ତି। ବିଜେପି ପ୍ରାର୍ଥୀ ଆଶ୍ରିତ ପଟ୍ଟନାୟକ କହିଛନ୍ତି, ଆମେ ଗାଁ ଗାଁ ବୁଲି ଭୋଟର ଭାଇଙ୍କ ଠାରୁ ଆର୍ଶୀବାଦ ନେଉଛୁ। ଜନସାଧାରଣଙ୍କ ଶ୍ରଦ୍ଧା ଓ ପରିବର୍ତ୍ତନର ନାରା ପିପିଲି ଓ ଡେଲାଙ୍ଗାରେ ଇତିହାସ ରଚନା କରିବ। ଆଗାମୀ ଦିନରେ ଆପଣ ଏହା ଦେଖିବେ।

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

April 20, 2026
ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

April 20, 2026
ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

April 20, 2026
ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

April 20, 2026
ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

April 19, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!