Tuesday, April 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଘରୋଇ ସହାୟିକାଙ୍କୁ ଦୁର୍ବ୍ୟବହାର କରିବା ଅଭିଯୋଗରେ ସେକ୍ଟର-୭ ଥାନା ପୁଲିସ୍‌ ଘର ମାଲିକଙ୍କୁ ଅଟକ

by ସଞ୍ଜୟ ସ୍ୱାଇଁ
September 27, 2021
in Crime, State
ଘରୋଇ ସହାୟିକାଙ୍କୁ ଦୁର୍ବ୍ୟବହାର କରିବା ଅଭିଯୋଗରେ ସେକ୍ଟର-୭ ଥାନା ପୁଲିସ୍‌ ଘର ମାଲିକଙ୍କୁ ଅଟକ
47
VIEWS
Share on FacebookShare on Twitter

ରାଉରକେଲା, (ବାଘୁଆବାର୍ତ୍ତା): ଘରୋଇ ସହାୟିକାଙ୍କୁ ଦୁର୍ବ୍ୟବହାର କରିବା ଅଭିଯୋଗରେ ସେକ୍ଟର-୭ ଥାନା ପୁଲିସ୍‌ ଘର ମାଲିକଙ୍କୁ ଅଟକ ରଖି ଅଧିକ ତଦନ୍ତ ଚଳାଇଛି ପୋଲିସ। ମିଳିଥିବା ସୂଚନା ଅନୁସାରେ, ସେକ୍ଟର-ସି/୧୧୧ ରେ ଘରୋଇ ସହାୟିକା ଭାବେ କାର୍ୟ୍ୟ କରୁଥିବା ମହିଳାଙ୍କୁ ଉକ୍ତ ଘରର ମାଲିକ ଦୁର୍ବ୍ୟବହାର କରିବା ସହ ଅସାଦାଚରଣ କରିଥିଲେ । ଏନେଇ ସମ୍ପୃକ୍ତ ସହାୟିକା ଥାନାରେ ଲିଖିତ ଅଭିଯୋଗ କରିଥିଲେ । ପୁଲିସ୍‌ ଘଟଣାକୁ ଗୁରୁତ୍ୱର ସହ ନେଇ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି।

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

April 20, 2026
ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

April 20, 2026
ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

April 20, 2026
ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

April 20, 2026
ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

April 19, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!