Sunday, June 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମନ୍ଦିରରୁ ଦାନ ବାକ୍ସ, ଗହଣା ଓ ଘଣ୍ଟଘଣ୍ଟା ଲୁଟିନେଲେ ଦୁର୍ବୃତ୍ତ

by ସଞ୍ଜୟ ସ୍ୱାଇଁ
September 28, 2021
in Crime, State
ମନ୍ଦିରରୁ ଦାନ ବାକ୍ସ, ଗହଣା ଓ ଘଣ୍ଟଘଣ୍ଟା ଲୁଟିନେଲେ ଦୁର୍ବୃତ୍ତ
99
VIEWS
Share on FacebookShare on Twitter

ଖୋର୍ଦ୍ଧା, (ବାଘୁଆବାର୍ତ୍ତା): ମନ୍ଦିରରୁ ଲୁଟ୍। ସୋମବାର ବିଳମ୍ବିତ ରାତିରେ ଖୋର୍ଦ୍ଧା ଆଦର୍ଶ ଥାନା ଅନ୍ତର୍ଗତ ଉଇଲକିଶନନଗରରେ ଥିବା ଅଂଳେଇ ମନ୍ଦିରରୁ ଦୁର୍ବୃତ୍ତମାନେ ଲୁଟ୍‌ପାଟ୍ କରିଛନ୍ତି। ମନ୍ଦିର ଭିତରେ ପଶି ଠାକୁରାଣୀଙ୍କ ଦାନବାକ୍ସ ତାଡି ନେଇଛନ୍ତି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଛାନ୍‌ଭିନ୍ କରୁଛି। ସୂଚନାନୁଯାୟୀ, ଖୋର୍ଦ୍ଧା ଏବଂ ଏହାର ଆଖପାଖ ଅଞ୍ଚଳରେ ଅସାମାଜିକ ଦୁର୍ବୃତ୍ତଙ୍କ ଦ୍ଵାରା ଲୁଟ୍‌ପାଟ୍ ଘଟଣା ବଢ଼ିବାରେ ଲାଗିଛି । ଗତକାଲି ବିଳମ୍ବିତ ରାତିରେ ଖୋର୍ଦ୍ଧା ଆଦର୍ଶ ଥାନା ଅନ୍ତର୍ଗତ ଉଇଲକିଶନନଗରରେ ଥିବା ଅଂଳେଇ ମନ୍ଦିରରୁ ଦୁର୍ବୃତ୍ତମାନେ ଲୁଟ୍ କରିଛନ୍ତି। ମନ୍ଦିରରେ ପଶି ଦାନବାକ୍ସରୁ ଭକ୍ତଙ୍କ ଦୁଇ ବର୍ଷର ଦାନ ଟଙ୍କା, ମନ୍ଦିର ଭିତରୁ ଗହଣା, ଘଣ୍ଟ, ଘଣ୍ଟା, ଲୁଗାପଟା ଲୁଟି ନେଇଥିବା ଅଭିଯୋଗ ହୋଇଛି । ତେବେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!