Friday, April 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଟ୍ୟାକ୍ସ ଫାଙ୍କି ସୁନା ବ୍ୟବସାୟ କରୁଥିବା ୨ ବ୍ୟବସାୟୀଙ୍କୁ ୨୫ ଲକ୍ଷ ଫାଇନ

by ସଞ୍ଜୟ ସ୍ୱାଇଁ
September 28, 2021
in Business, Crime, State
ଟ୍ୟାକ୍ସ ଫାଙ୍କି ସୁନା ବ୍ୟବସାୟ କରୁଥିବା ୨ ବ୍ୟବସାୟୀଙ୍କୁ ୨୫ ଲକ୍ଷ ଫାଇନ
156
VIEWS
Share on FacebookShare on Twitter

ବ୍ରହ୍ମପୁର, (ବାଘୁଆବାର୍ତ୍ତା): ଟ୍ୟାକ୍ସ୍ ଫାଙ୍କି ସୁନା ବ୍ୟବସାୟ କରୁଥିଲେ ବ୍ୟବସାୟୀ। ବାଣିଜ୍ୟ କର ବିଭାଗ ଏହା ଜାଣିବା ପରେ ଚଢାଉ କରି ଜରିମାନା କରିଛି। ୨ ବ୍ୟବସାୟୀଙ୍କୁ ୨୫ ଲକ୍ଷ ଟଙ୍କାରୁ ଅଧିକ ଫାଇନ କରାଯାଇଛି। ବ୍ରହ୍ମପୁର ବଡବଜାର ଅଞ୍ଚଳକୁ ପ୍ରାୟ ୩ କିଲୋ ସୁନା ଅଳଙ୍କାର ସ୍ଥାନାନ୍ତରିତ କରୁଥିବା ସମୟରେ ବାଣିଜ୍ୟ କର, ଦ୍ରବ୍ୟ ଓ ସେବାକର ବିଭାଗ ପକ୍ଷରୁ ଚଢାଉ କରାଯାଇଛି। ବିଭାଗୀୟ ଉପାୟୁକ୍ତ ଦେବ କଲ୍ୟାଣ ବେହେରାଙ୍କ ନେତୃତ୍ବରେ ହୋଇଥିଲା ଚଢାଉ । ଦୁଇ ବ୍ୟବସାୟୀଙ୍କ ଠାରୁ ୨୫ ଲକ୍ଷ ୨୬ ହଜାର ୯୮୫ ଟଙ୍କା ଜିଏସ୍ଟି ଜରିମାନା ପକାଇଥିବା ଜଣାପଡିଛି।

ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

April 16, 2026
ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

April 16, 2026
ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

April 16, 2026
କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

April 16, 2026
ସନ୍ଦେହ ଘେରରେ ଇଟାମାଟି ସିଆରସିସିଙ୍କ ଭୂମିକା

ସନ୍ଦେହ ଘେରରେ ଇଟାମାଟି ସିଆରସିସିଙ୍କ ଭୂମିକା

April 16, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!