Sunday, June 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କେନାଲରେ ମାଛ ଧରିବା ବେଳେ ବଜ୍ରାଘାତରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର

by ସଞ୍ଜୟ ସ୍ୱାଇଁ
September 28, 2021
in State
ବଡମାଲ ଗାଁରେ ଜଣେ ମହିଳା ଓ ୨ଜଣ ପୁରୁଷଙ୍କର ବଜ୍ରାଘାତରେ ମୃତ୍ୟୁ ହୋଇଛି
66
VIEWS
Share on FacebookShare on Twitter

ସୋର, (ବାଘୁଆବାର୍ତ୍ତା): ବଜ୍ରାଘାତରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ ମେଡ଼ିକାଲରେ ଭର୍ତ୍ତି କରାଯାଇଛି । ବାଲେଶ୍ଵର ଜିଲ୍ଲା ସୋର ଥାନା ମାଣିପୁର ଗ୍ରାମରେ ଥିବା କେନାଲରେ ମାଛ ଧରୁଥିବା ସମୟରେ ବଜ୍ରପାତ ଘଟିଥିଲା । ଫଳରେ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣଙ୍କୁ ଗୁରୁତର ଅବସ୍ଥାରେ ସୋର ମେଡ଼ିକାଲକୁ ନିଆଯାଇଥିବା ସୂଚନା ମିଳିଛି । ମୃତକ ହେଲେ ବୁଦ୍ଧିଆ କିସ୍କୋ । ଗୁରୁତର ଦିବାକର କିସ୍କୋଙ୍କୁ ସୋର ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!