Tuesday, June 30, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ହାତୀଗାଁ ଭିତରକୁ ପଶି ଆସିଲେ ହାତୀପଲ

by ସଞ୍ଜୟ ସ୍ୱାଇଁ
September 29, 2021
in State
ହାତୀଗାଁ ଭିତରକୁ ପଶି ଆସିଲେ ହାତୀପଲ
63
VIEWS
Share on FacebookShare on Twitter

ନବରଙ୍ଗପୁର, (ବାଘୁଆବାର୍ତ୍ତା): ହାତୀଗାଁରେ ପଶିଲେ ହାତୀ । ନବରଙ୍ଗପୁର ଜିଲ୍ଲାରେ ପ୍ରଥମ ଥର ଦେଖିବାକୁ ମିଳିଛି ହାତୀ ପଲ । ଜିଲ୍ଲାର ରାଇଘର ବ୍ଲକ ଅନ୍ତର୍ଗତ ସମ୍ବଲପୁର ନିକଟ ହାତୀ ଗାଁ ସଂରକ୍ଷିତ ଜଙ୍ଗଲରେ ହାତୀପଲ ଓଡ଼ିଶା ଜଙ୍ଗଲ ଦେଇ ହାତୀଗାଁ ଭିତରକୁ ପଶି ଆସିଥିଲେ । ଗତକାଲି ରାତିରୁ ଛତିଶଗଡ଼ ଗରିଆବନ୍ଧର ସାଲେଭାଟା ଜଙ୍ଗଲରୁ ଆସିଥିଲେ ହାତୀପଲ । ସାରା ରାତି ଓଡିଶା ଜଙ୍ଗଲରେ ତାଣ୍ଡବ ରଚିବା ସହିତ ଫସଲ ନଷ୍ଟ କରିଛନ୍ତି । ରାତି ତମାମ ହାତୀ ଗାଁରେ ରହିବା ପରେ ସକାଳ ସମୟରେ ପୁଣି ଛତିଶଗଡ଼ ଜଙ୍ଗଲକୁ ଫେରି ଯାଇଥିଲେ । ଖବର ପାଇ ରାଇଘର ରେଞ୍ଜରଙ୍କ ନେତୃତ୍ୱରେ ବନ ବିଭାଗର ଏକ ଟିମ୍ ଜଙ୍ଗଲ କୁ ଯାଇ ହାତୀର ଗତିବିଧି ଚିହ୍ନଟ କରି ଫେରିଛନ୍ତି । ହାତୀ ପଲର ପାଦ ଚିହ୍ନ ଦେଖିବା ସହିତ ସେମାନଙ୍କ ଚଲାପଥ ଅନୁସରଣ କରି ଛତିଶଗଡ ସୀମା ପର୍ୟ୍ୟନ୍ତ ଯାଇ ଫେରି ଆସିଛନ୍ତି । ହାତୀ ପଲ ପଶିବା ଏହି ଅଞ୍ଚଳରେ ପ୍ରଥମ ଘଟଣା ବୋଲି ସ୍ଥାନୀୟ ବାସିନ୍ଦା କହିଛନ୍ତି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!