Tuesday, June 30, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଡିଆରଡିଓ ତଥ୍ୟ ଲିକ୍ ଘଟଣାରେ ମହିଳା ବିଦେଶୀ ଥିବାରୁ ଇଣ୍ଟରପୋଲର ସହାୟତ ନେବ କ୍ରାଇମବ୍ରାଞ୍ଚ

by ସଞ୍ଜୟ ସ୍ୱାଇଁ
September 29, 2021
in Crime, State
ଡିଆରଡିଓ ତଥ୍ୟ ଲିକ୍ ଘଟଣାରେ ମହିଳା ବିଦେଶୀ ଥିବାରୁ ଇଣ୍ଟରପୋଲର ସହାୟତ ନେବ କ୍ରାଇମବ୍ରାଞ୍ଚ
32
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଚାନ୍ଦିପୁର ଡିଆରଡିଓ ତଥ୍ୟ ଲିକ୍ ଘଟଣା ୫ ଜଣଙ୍କୁ ଗିରଫ କରାଯାଇଥିବା ବେଳେ ଏବେବି ଖୋଳତାଡ଼ ଜାରି ରହିଛି । ଏହି ମାମଲାରେ ରହସ୍ୟମୟୀଙ୍କ ଠିକଣା ଠାବ ପାଇଁ ଇଣ୍ଟରପୋଲର ସହାୟତା ନେବ କ୍ରାଇମବ୍ରାଞ୍ଚ । ବ୍ରିଟେନ ନମ୍ବରରେ କଥା ହେଉଥିବାରୁ ଇଣ୍ଟରପୋଲର ସହାୟତା ନିଆଯିବ । ବ୍ୟାଙ୍କ ଆକାଉଣ୍ଟ, ମହିଳା ବିଦେଶୀ ଥିବାରୁ ଇଣ୍ଟରପୋଲର ସହାୟତ ନେବ କ୍ରାଇମବ୍ରାଞ୍ଚ । ଇଣ୍ଟରପୋଲ ସହାୟତା ନିଆଯିବ ବୋଲି କହିଛନ୍ତି କ୍ରାଇମବ୍ରାଞ୍ଚ ଏଡିଜି ସଞ୍ଜୀବ ପଣ୍ଡା । ଏହା ବ୍ୟତୀତ ଏହି ମାମଲାରେ ରହସ୍ୟମୟୀଙ୍କ ଫଟୋ ମିଳିଥିବା କ୍ରାଇମବ୍ରାଞ୍ଚ ଏଡିଜି କହିଛନ୍ତି । ଏହା ସହ ସେ କହିଛନ୍ତି ଯେ, ‘ରହସ୍ୟମୟୀଙ୍କ ଫଟୋ ଓ ଭିଡିଓ କଲ ଠାବ କରାଯାଇଛି । ଡାଟା ଭେରିଫାଏ ହେଲା ପରେ ଆବଶ୍ୟକ ପଡିଲେ ଅଭିଯୁକ୍ତଙ୍କୁ ପୁଣି ରିମାଣ୍ଡରେ ଆଣିବୁ ।’

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!