Wednesday, July 1, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଅଟୋ ଓଲଟି ୯ ଜଣ ଆହତ, ସେମାନଙ୍କ ମଧ୍ୟରୁ ୨ ଜଣ ଗୁରୁତର

by ସଞ୍ଜୟ ସ୍ୱାଇଁ
September 30, 2021
in Accident, State
ଅଟୋ ଓଲଟି ୯ ଜଣ ଆହତ, ସେମାନଙ୍କ ମଧ୍ୟରୁ ୨ ଜଣ ଗୁରୁତର
71
VIEWS
Share on FacebookShare on Twitter

ଦେବଗଡ଼, (ବାଘୁଆବାର୍ତ୍ତା): ଶ୍ରମକାର୍ଡ ପାଇଁ ଆବେଦନ କରି ଘରକୁ ଫେରୁଥିବା ବେଳେ ଅଟୋ ଓଲଟି ପଡ଼ିବାରୁ ୯ ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଦେବଗଡ଼ ଜିଲ୍ଲା ସମରଖାଇ ନିକଟରେ ଘଟିଛି ଏହି ଘଟଣା। ଆଜି ସକାଳେ ବାରକୋଟ ବ୍ଲକ ବୁଡ଼ାଖମନ ଗାଁର ୯ ଜଣ ପୁରୁଷ ଓ ମହିଳା ଏକ ଅଟୋ ଯୋଗେ ଦେବଗଡ଼ରେ ଥିବା ଶ୍ରମ ବିଭାଗ କାର୍ୟ୍ୟାଳୟକୁ ଶ୍ରମକାର୍ଡ ଆବେଦନ ପାଇଁ ଆସିଥିଲେ। ଦିନ ପ୍ରାୟ ଗୋଟାଏ ବେଳେ ସେମାନେ ଗାଁକୁ ଫେରୁଥିବା ବେଳେ ସମରଖାଇ ଗାଁ ନିକଟରେ ୪୯ ନମ୍ବର ଜାତୀୟ ରାଜପଥରେ ଅଟୋଟି ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା କ୍ଷ ଫଳରେ ସମସ୍ତେ ଆହତ ହୋଇଛନ୍ତି। ସେମାନଙ୍କୁ ଦେବଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!