Wednesday, July 1, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବଡ଼ ଧରଣ ଜୁଆ ଆଡ଼୍ଡ।ରେ ଚଢ଼ଉ କରି ୧୪ ଜୁଆଡିକୁ ଧରିଲା ପୁଲିସ

by ସଞ୍ଜୟ ସ୍ୱାଇଁ
September 30, 2021
in Crime, State
ବଡ଼ ଧରଣ ଜୁଆ ଆଡ଼୍ଡ।ରେ ଚଢ଼ଉ କରି ୧୪ ଜୁଆଡିକୁ ଧରିଲା ପୁଲିସ
111
VIEWS
Share on FacebookShare on Twitter

କୋରାପୁଟ, (ବାଘୁଆବାର୍ତ୍ତା): ସେମିଲିଗୁଡା ଥାନା ଅନ୍ତର୍ଗତ କୁଡୁମୁଲ ଜଙ୍ଗଲରେ ଚାଲିଥିଲା ବଡ଼ ଧରଣ ଜୁଆ ଆଡ଼୍ଡ। କୌଣସି ସୁତ୍ରରୁ ଗୁପ୍ତ ସୂଚନା ମିଳିବା ପରେ ଗତରାତିରେ ହଠାତ୍ ଚଢ଼ଉ କଲା ପୋଲିସ। ଚଢ଼ଉ ସମୟ‌ରେ ୧୪ ଜୁଆଡିଙ୍କୁ କାବୁ କରିବା ସଫଳ ହୋଇଥିଲା ପୋଲିସ। ସେମାନଙ୍କ ଠାରୁ ୧ ଲକ୍ଷ ୮୯ ହଜାର ୮୭୦ ଟଙ୍କା ଓ ମୋବାଇଲ ଜବତ କରିଥିବା ଜଣାପଡିଛି। ଅଭିଯୁକ୍ତ ମାନଙ୍କ ନାରେ ଥାନାରେ ମାମଲା ରୁଜୁ ହୋଇଛି। ତାଙ୍କୁ ଆଜି କୋର୍ଟ ଚାଲଣ କରିବ ପୋଲିସ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!