Wednesday, July 1, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଲୋକସେବା ଭବନରୁ ୪ ଫୁଟ୍ ଲମ୍ବର ଢମଣା ସାପ ଉଦ୍ଧାର କଲା ସ୍ନେକ ହେଲ୍ପ ଲାଇନ

by ସଞ୍ଜୟ ସ୍ୱାଇଁ
September 30, 2021
in State
ଲୋକସେବା ଭବନରୁ ୪ ଫୁଟ୍ ଲମ୍ବର ଢମଣା ସାପ ଉଦ୍ଧାର କଲା ସ୍ନେକ ହେଲ୍ପ ଲାଇନ
86
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ରାଜ୍ୟ ଲୋକସେବା ଭବନରେ ସାପ । ୪ ଫୁଟ୍ ଲମ୍ବର ଢମଣା ସାପ ଉଦ୍ଧାର କଲା ସ୍ନେକ ହେଲ୍ପ ଲାଇନ । ରାଜ୍ୟ ଲୋକସେବା ଭବନର ହୋମ ଡିପାର୍ଟମେଣ୍ଟର କୋର୍ଡିନେସନ ସେକ୍ସନରୁ ଢମଣା ସାପଟିକୁ ଉଦ୍ଧାର କରାଯାଇଥିଲା । ଆଜି ସକାଳ ୯.୧୫ ମିନିଟ ପାଖାପାଖି ସମୟ ହେବ ଗୃହ ବିଭାଗ କର୍ମଚାରୀ ମାନେ ଅଫିସ୍ ଖୋଲିବା ବେଳେ କୋର୍ଡିନେସନ ସେକ୍ସନର ଗୋଲ ଟେବୁଲ ତଳକୁ ସାପ ପଶିଯିବାର ଦେଖିଥିଲେ । ଖବର ପାଇ ସ୍ନେକ ହେଲପ ଲାଇନ ସାଧାରଣ ସମ୍ପାଦକ ଶୁଭେନ୍ଦୁ ମଲ୍ଲିକ ଘଟଣା ସ୍ଥଳରେ ପହଁଚି ସାପଟିକୁ ଉଦ୍ଧାର କରିଛନ୍ତି । ସାପଟିକୁ ଏକ ଅପ୍ରାକୃତିକ ଆବାସ ସ୍ଥଳୀର ଛାଡି ଦିଆଯାଇଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!