Wednesday, May 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୁଣି ଚାଲିବ ତିନି ଯୋଡ଼ା ସ୍ୱତନ୍ତ୍ର ଟ୍ରେନ

by ସଞ୍ଜୟ ସ୍ୱାଇଁ
October 1, 2021
in Feature News
୬ଟି ସ୍ୱତନ୍ତ୍ର ଟ୍ରେନ୍‌ରେ ମାସିକ ସିଜିନ୍‌ ଟିକେଟ୍‌, ତ୍ରୟମାସିକ ସଜିନି ଟିକେଟ୍‌ ସହିତ ଟ୍ରେନ୍‌ ଯାତ୍ରାକୁ ଅନୁମତି
142
VIEWS
Share on FacebookShare on Twitter

ଭୁବନେଶ୍ବର : ଯାତ୍ରୀଙ୍କ ସମସ୍ୟାକୁ ନେଇ ୩ଟି ସ୍ବତନ୍ତ୍ର ଟ୍ରେନ୍‌ ଚଳାଇବାକୁ ପୂର୍ବତଟ ରେଳପଥ ପକ୍ଷରୁ ପଦକ୍ଷେପ ନିଆଯାଇଛି। ପରବର୍ତ୍ତୀ ପରାମର୍ଶ ପର୍ଯ୍ୟନ୍ତ କଟକ-ପୁରୀ-କଟକ, କଟକ-ଭଦ୍ରକ-କଟକ ଓ କଟକ-ପାରାଦୀପ-କଟକ ସ୍ୱତନ୍ତ୍ର ଟ୍ରେନ ପୁଣିଥରେ ଚାଲିବ। ଅକ୍ଟୋବର ୪ରୁ କଟକ-ପୁରୀ-କଟକ ସ୍ପେସାଲ୍(୦୮୪୩୧/୦୮୪୩୨) ଉଭୟ ଦିଗରୁ ଛାଡ଼ିବାକୁ ଥିବା ବେଳେ କଟକ-ଭଦ୍ରକ-କଟକ ସ୍ପେସାଲ୍(୦୮୪୫୪/୦୮୪୫୩) ଓ କଟକ-ପାରାଦୀପ-କଟକ ସ୍ପେସାଲ୍(୦୮୪୬୨/୦୮୪୬୧) ଉଭୟ ଦିଗରୁ ଅକ୍ଟୋବର ୬ରୁ ଚଳାଚଳ କରିବ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!