Thursday, July 2, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବାଇକ୍‌ ପିଟିଦେବାରୁ ଘଟଣାସ୍ଥଳରେ ହିଁ ଆଖି ବୁଜିଲେ ହୋମଗାର୍ଡ

by ସଞ୍ଜୟ ସ୍ୱାଇଁ
October 1, 2021
in Accident, State
ବାଇକ୍‌ ପିଟିଦେବାରୁ ଘଟଣାସ୍ଥଳରେ ହିଁ  ଆଖି ବୁଜିଲେ ହୋମଗାର୍ଡ
284
VIEWS
Share on FacebookShare on Twitter

ରେଢାଖୋଲ, (ବାଘୁଆବାର୍ତ୍ତା): ବାଟରେ ଜଗି ବସିଥିଲା ମୃତ୍ୟୁ। ସବୁ ଦିନ ପରି ଡ୍ୟୁଟି ସାରି ବିଳମ୍ବିତ ରାତିରେ ଘରକୁ ଫେରିବା ବାଟରେ ଘଟିଗଲା ଅଘଟଣ। ଏକ ବାଇକ୍‌ ପିଟିଦେବାରୁ ଘଟଣାସ୍ଥଳରେ ହିଁ ଆଖି ବୁଜିଲେ ସମ୍ବଲପୁର ଜିଲ୍ଲା ଯୁଯୁମୁରା ଥାନାର ହୋମଗାର୍ଡ ସୁମିଦ ସେଠ । ସୂଚନା ଅନୁଯାୟୀ, ଡ୍ୟୁଟି ସାରି ଗତ ରାତିରେ ହୋମଗାର୍ଡ ସୁମିଦ ସେଠ ବାଇକ୍‌ ଯୋଗେ ଘରକୁ ଫେରୁଥିଲେ। ମାତ୍ର ୫୫ ନମ୍ବର ଜାତୀୟ ରାଜପଥ ଯୁଯୁମୁରା ନିକଟରେ ସାମ୍ନା ପଟୁ ଦ୍ରୁତ ଗତିରେ ଅନ୍ୟ ଏକ ବାଇକ୍ ଆସୁଥିଲା। ଏହି ସମୟରେ ଉକ୍ତ ବାଇକ୍‌ଟି ସୁମିଦଙ୍କ ବାଇକ୍‌କୁ ଧକ୍କା ଦେବାରୁ ସେ ଛିଟିକି ପଡ଼ିଥିଲେ। ସ୍ଥାନୀୟ ଲୋକଙ୍କଠାରୁ ଖବର ପାଇ ଯୁଯୁମୁରା ଥାନା କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ସୁମିଦଙ୍କୁ ଯୁଯୁମୁରା ମେଡିକାଲ ନେଇଥିଲେ। ମାତ୍ର ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଦୁର୍ଘଟଣା ଘଟାଇଥିବା ବାଇକ୍‌ ଚାଳକଙ୍କ ସମ୍ପର୍କରେ କିଛି ପତ୍ତା ମିଳିପାରିନି । ପୁଲିସ୍‌ ଘଟଣାର ତଦନ୍ତ ଆରମ୍ଭ କରିଛି।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!