Thursday, July 2, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଧାନ ଜମିରୁ ଦୁଇ ଜଣଙ୍କର ମୃତଦେହ ଉଦ୍ଧାର

by ସଞ୍ଜୟ ସ୍ୱାଇଁ
October 1, 2021
in Accident, State
ଧାନ ଜମିରୁ ଦୁଇ ଜଣଙ୍କର ମୃତଦେହ ଉଦ୍ଧାର
60
VIEWS
Share on FacebookShare on Twitter

ଗୁଣୁପୁର, (ବାଘୁଆବାର୍ତ୍ତା): ରାୟଗଡ଼ା ଜିଲ୍ଲା ଗୁଣୁପୁର ଥାନା ଅନ୍ତର୍ଗତ ଲିଫ୍ଟ ଇରିଗେସନ ଅଫିସ ନିକଟରେ ଥିବା ଧାନ ଜମିରୁ ଦୁଇ ଜଣଙ୍କର ମୃତଦେହ ଉଦ୍ଧାର କରାଯାଇଛି। ମୃତକ ଦ୍ୱୟ ରାମନାଗଡ଼ା ବ୍ଲକର ଦଣ୍ଡୁଗୁଡ଼ା ଗାଁର ବୋଲି ଜଣାପଡ଼ିଛି। ତେବେ ଖବର ଲେଖାଯିବା ସୁଦ୍ଧା ସେମାନଙ୍କ ନାଁ ଜଣାପଡ଼ିନାହିଁ। ଗତକାଲି ବିଳମ୍ବିତ ରାତିରେ ବାଇକ୍ ଦୁର୍ଘଟଣାରେ ଉଭୟଙ୍କ ମୃତ୍ୟୁ ଘଟିଥିବା ସନ୍ଦେହ କରାଯାଉଛି। ସୂଚନା ଅନୁସାରେ, ଆଜି ସକାଳେ ଦୁଇଜଣଙ୍କ ମୃତଦେହ ଇରିଗେସନ ଅଫିସ ନିକଟରେ ଥିବା ଧାନ ଜମି ଭିତରେ ପଡ଼ିଥିବା ସ୍ଥାନୀୟ ଲୋକେ ଦେଖିଥିଲେ। ଏନେଇ ପୁଲିସକୁ ଖବର ଦେଇଥିଲେ। ପୁଲିସ ଓ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଥିଲେ। ଉଭୟଙ୍କ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି। କୁହାଯାଉଛି, ସେମାନେ ବାଇକ୍‌ରେ ଯାଉଥିବା ବେଳେ ରାସ୍ତାକଡ଼ରେ ଥିବା ଗଛରେ ପିଟି ହୋଇ ଜମିରେ ପଡ଼ିଯାଇଥିଲେ ଓ ସେମାନଙ୍କ ମୃତ୍ୟୁ ଘଟିଥିଲା। ବାଇକ୍‌ଟି ମଧ୍ୟ ଘଟଣାସ୍ଥଳରେ ପଡ଼ିଥିଲା। ପୁଲିସ ଦୁର୍ଘଟଣାଗସ୍ତ ବାଇକ୍‌କୁ ଜବତ କରି ଘଟଣାର ତଦନ୍ତ କରୁଛି।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!