Friday, July 3, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପାଣିକୋଇଲି ଛକରୁ ୮ ଗ୍ରାମ ବ୍ରାଉନସୁଗାର ଜବତ

by ସଞ୍ଜୟ ସ୍ୱାଇଁ
October 1, 2021
in Crime, State
ପାଣିକୋଇଲି ଛକରୁ ୮ ଗ୍ରାମ ବ୍ରାଉନସୁଗାର ଜବତ
12
VIEWS
Share on FacebookShare on Twitter

ଯାଜପୁର ରୋଡ୍, (ବାଘୁଆବାର୍ତ୍ତା): ଯାଜପୁର ଜିଲ୍ଲା ପାଣିକୋଇଲି ଛକରୁ ବ୍ରାଉନସୁଗାର ଜବତ । ଗୁରୁବାର ବିଳମ୍ବିତ ରାତିରେ ଚଢ଼ାଉ କରି ୮ ଗ୍ରାମ ବ୍ରାଉନସୁଗାର ଜବତ କରିବା ସହ ଏଥିରେ ସମ୍ପୃକ୍ତ ୩ ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ। ଶୁକ୍ରବାର ସେମାନଙ୍କୁ କୋର୍ଟ ଚାଲାଣ କରାଯାଇଛି। ସୂଚନାଯୋଗ୍ୟ ଯେ, ଗୁରୁବାର ବିଳମ୍ବିତ ରାତିରେ ପାଣିକୋଇଲି ଛକରେ ଥିବା ଏକ ଲୁଗାଦୋକାନ ସମ୍ମୁଖରେ ଏକ କାରରେ କିଛି ଯୁବକ ବସି ରହିଥିବା ପୋଲିସ କୌଣସି ସୂତ୍ରରୁ ଖବର ପାଇଥିଲା। ପରେ ପୋଲିସ ସେଠାରେ ହଠାତ ଚଢ଼ାଉ କରିଥିଲା। ତେବେ ପୋଲିସର ଚଢ଼ାଉ ସମୟରେ ଅନ୍ଧାରର ସୁଯୋଗ ନେଇ ୨ ଜଣ ଯୁବକ ସେଠାରୁ ଖସି ଯାଇଥିବା ବେଳେ ୩ ଜଣ ଯୁବକଙ୍କୁ ପୋଲିସ କାବୁ କରିଥିଲା । ସେମାନଙ୍କ ନିକଟରୁ ୮ ଗ୍ରାମ ବ୍ରାଉନସୁଗାର ଜବତ କରାଯାଇଥିଲା। ପରେ ପୋଲିସ ଏକ ମାମଲା ରୁଜୁ କରି ୩ ଜଣ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ଆଜି ସେମାନଙ୍କୁ କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତମାନେ ବାଲେଶ୍ଵର ଅଞ୍ଚଳର ସୁଦର୍ଶନ ଜେନା, ଯାଜପୁର ଜିଲ୍ଲା ଧର୍ମଶାଳା ଅଞ୍ଚଳର ବିକାଶ ସାମଲ ଓ ସୁବାସ ସାମଲ ବୋଲି ଜଣାପଡିଛି।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!