Friday, July 3, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସ୍କୁଲ ଯିବା ସମୟରେ ଜଣେ ୯ମ ଶ୍ରେଣୀ ଛାତ୍ରୀଙ୍କୁ ଧକ୍କା ଦେଲା ଟ୍ରାକ୍ଟର

by ସଞ୍ଜୟ ସ୍ୱାଇଁ
October 1, 2021
in Accident, State
ସ୍କୁଲ ଯିବା ସମୟରେ ଜଣେ ୯ମ ଶ୍ରେଣୀ ଛାତ୍ରୀଙ୍କୁ ଧକ୍କା ଦେଲା ଟ୍ରାକ୍ଟର
44
VIEWS
Share on FacebookShare on Twitter

ଆନନ୍ଦପୁର, (ବାଘୁଆବାର୍ତ୍ତା): କେନ୍ଦୁଝର ଜିଲ୍ଲା ଆନନ୍ଦପୁର ନନ୍ଦିପଦା ଥାନା ଛେନାପଦି ଛକ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ସ୍କୁଲ ଯିବା ସମୟରେ ଜଣେ ୯ମ ଶ୍ରେଣୀ ଛାତ୍ରୀଙ୍କୁ ଧକ୍କା ଦେଲା ଟ୍ରାକ୍ଟର । ଏପରିକି ଗୋଡ ଉପରେ ମଧ୍ୟ ମାଡି ଯାଇଛି ଟ୍ରାକ୍ଟର ଚକା । ଗୁରୁତର ଛାତ୍ରୀ ହେଲେ ଛେନାପଦି ଗାଁର କମଳ ଜେନାଙ୍କ ଝିଅ ସସ୍ମିତା । ତାଙ୍କୁ ୧୦୮ ଆମ୍ବୁଲାନ୍ସ ସହାୟତାରେ ଆନନ୍ଦପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ପ୍ରାଥମିକ ଚିକିତ୍ସା ପରେ ଛାତ୍ରୀଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଥିବା ଜଣା ପଡିଛି । ଦୁର୍ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ କିଛି ସମୟ ପାଇଁ ଉତ୍ତେଜନା ପ୍ରକାଶ ପାଇଥିଲା । ଧକ୍କା ଦେଇ ପଳାଉଥିବା ଟ୍ରାକ୍ଟରକୁ ଉତ୍ୟକ୍ତ ଲୋକେ ଅଟକ ରଖି ପୋଲିସକୁ ଖବର ଦେଇଥିଲେ । ଘଟଣାସ୍ଥଳରେ ପୋଲିସ ପହଁଞ୍ଚି ତଦନ୍ତ ଆରମ୍ଭ କରିଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!