Wednesday, May 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଚଣ୍ଡିବସ୍ତ ଗାଁ ଗଣ୍ଡଗୋଳ; ସଭାପତି, ସମ୍ପାଦକଙ୍କ ସମେତ ୪ ଗିରଫ

by ସଞ୍ଜୟ ସ୍ୱାଇଁ
October 1, 2021
in Feature News
ଚଣ୍ଡିବସ୍ତ ଗାଁ ଗଣ୍ଡଗୋଳ; ସଭାପତି, ସମ୍ପାଦକଙ୍କ ସମେତ ୪ ଗିରଫ
474
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ଟାଉନଥାନା ଅନ୍ତର୍ଗତ ଚଣ୍ଡିବସ୍ତ ଗାଁ ଗଣ୍ଡଗୋଳ ଘଟଣାରେ ଟାଉନଥାନା ପୁଲିସ ଆଜି ୪ ଜଣଙ୍କୁ ଗିରଫ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ ଗାଁ ସଭାପତି ନବକିଶୋର ମଣ୍ଡଳ, ସମ୍ପାଦକ, କାର୍ତ୍ତିକ ପ୍ରଧାନ, ବ୍ରଜ କିଶୋର ସାମନ୍ତରାୟ, ସାରଙ୍ଗଧର ବିଶ୍ୱାଳ ବୋଲି ଜଣାଯାଇଛି । କିଛିଦିନ ତଳେ ଉକ୍ତ ଗାଁର ଉମେଶ ମାର୍ଥାଙ୍କ ସହ କିଛିବ୍ୟକ୍ତି ଗଣ୍ଡଗୋଳ କରିଥିଲେ । ପରଦିନ ତାଙ୍କ ବାପା ଉଦୟ ମାର୍ଥାଙ୍କୁ ମଧ୍ୟ ଆକ୍ରମଣ କରିଥିଲେ । ଏନେଇ ଟାଉନଥାନାରେ ଦୁଇଟି ମାମଲା ରୁଜୁ ହୋଇଥିଲା । ପୁଲିସ ୪ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!