Friday, July 3, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ, ୪୦ଜଣ ଯାତ୍ରୀ ସମ୍ପୂର୍ଣ୍ଣ ସୁରକ୍ଷିତ

by ସଞ୍ଜୟ ସ୍ୱାଇଁ
October 1, 2021
in Accident, State
ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ, ୪୦ଜଣ ଯାତ୍ରୀ ସମ୍ପୂର୍ଣ୍ଣ ସୁରକ୍ଷିତ
136
VIEWS
Share on FacebookShare on Twitter

ଢେଙ୍କାନାଳ, (ବାଘୁଆବାର୍ତ୍ତା): ଅନୁଗୋଳରୁ ଢେଙ୍କାନାଳ ଅଭିମୁଖେ ଯାଉଥିବା ପଞ୍ଚଜନ୍ୟ ନାମକ ଏକ ଯାତ୍ରୀବାହୀ ବସ ଦୁର୍ଘଟଣାର ସମ୍ମୁଖୀନ ହୋଇଛି । ୫୫ନମ୍ବର ଜାତୀୟ ରାଜପଥର ଢେଙ୍କାନାଳ ସଦର ଥାନା ଅନ୍ତର୍ଗତ ସିମିନଇ ନିକଟରେ ଶୁକ୍ରବାର ବସଟି ଭାରସାମ୍ୟ ହରାଇ ରାସ୍ତାପାର୍ଶ୍ୱରେ ଫସି ଯାଇଥିଲା। ଶୌଭାଗ୍ୟବଶତଃ ବସଟି ଓଲଟିନଥିଲା। ତେଣୁ ସମସ୍ତ ଯାତ୍ରୀକୁ ସୁରକ୍ଷିତ ବାହାର କରାଯାଇଛି। ବସଟି ରାସ୍ତା ପାର୍ଶ୍ୱରେ ନଇଁକି ରହିଥିବା ବେଳେ ଯାତ୍ରୀମାନେ ଫସି ରହିଥିଲେ । ସ୍ଥାନୀୟ ଲୋକଙ୍କ ସହାୟତାରେ ଯାତ୍ରୀମାନେ ସୁରକ୍ଷିତ ଭାବେ ବସରୁ ଉଦ୍ଧାର ହୋଇଥିବା ଜଣାପଡିଛି । ୪୦ଜଣ ଯାତ୍ରୀ ସମ୍ପୂର୍ଣ୍ଣ ସୁରକ୍ଷିତ ଥିବା ସୂଚନା ମିଳିଛି । ପରେ କ୍ରେନ ମାଧ୍ୟମରେ ବସଟିକୁ ରାସ୍ତା ଉପରେ ରଖାଯାଇଛି।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!