Friday, July 3, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଏଲ୍‌ପିଜି ବୋଝେଇ ଚଳନ୍ତା ଟ୍ରକରେ ନିଆଁ

by ସଞ୍ଜୟ ସ୍ୱାଇଁ
October 2, 2021
in State
ଏଲ୍‌ପିଜି ବୋଝେଇ ଚଳନ୍ତା ଟ୍ରକରେ ନିଆଁ
119
VIEWS
Share on FacebookShare on Twitter

ସୁନ୍ଦରଗଡ, (ବାଘୁଆବାର୍ତ୍ତା): ସୁନ୍ଦରଗଡ଼ ଜିଲ୍ଲା ସଦର ଥାନା ଅନ୍ତର୍ଗତ ରସରାଜପୁର ନିକଟ ହାଇୱେରେ ଏକ ଏଲ୍‌ପିଜି ବୋଝେଇ ଚଳନ୍ତା ଟ୍ରକରେ ନିଆଁ ଲାଗିଯାଇଛି। ରାସ୍ତା ଉପରେ ଟ୍ରକଟି ହୁତୁ ହୁତୁ ହୋଇ ଜଳୁଥିବା ଦେଖିବାକୁ ମିଳିଥିଲା। ତେବେ ଗାଡ଼ିରେ ଥିବା ଡ୍ରାଇଭର ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ମିଳିଥିବା ସୂଚନା ଅନୁସାରେ, ଆଜି ସକାଳେ ଏଲ୍‌ପିଜି ବୋଝେଇ ଚଳନ୍ତା ଟ୍ରକଟି ଝାରସୁଗୁଡ଼ାରୁ ରାଉରକେଲା ଅଭିମୁଖେ ଯାଉଥିଲା। ଏହି ସମୟରେ ରସରାଜପୁର ନିକଟ ହାଇୱେରେ ଇଞ୍ଜିନରେ ନିଆଁ ଲାଗି ଯାଇଥିବା ଡ୍ରାଇଭର ଜାଣି ପାରିଥିଲେ। ପରେ ସେ ତୁରନ୍ତ ଗାଡ଼ିରୁ ଓହ୍ଲାଇ ଯାଇ ଅଗ୍ନିଶମ ବାହିନୀଙ୍କୁ ଖବର ଦେଇଥିଲେ। ଅଗ୍ନିଶମ ବାହିନୀ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ତେବେ ସର୍ଟସର୍କିଟରୁ ଏହି ଅଗ୍ନିକାଣ୍ଡ ଘଟିଥିବା ଜଣାପଡ଼ିଛି।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!