Wednesday, May 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୧୩୦ ଜଣ ହିତାଧିକାରୀଙ୍କୁ ଭତ୍ତା ବଣ୍ଟନ

by ସଞ୍ଜୟ ସ୍ୱାଇଁ
October 2, 2021
in Feature News
୧୩୦ ଜଣ ହିତାଧିକାରୀଙ୍କୁ ଭତ୍ତା ବଣ୍ଟନ
129
VIEWS
Share on FacebookShare on Twitter

ଓଡ଼ଗାଁ,(ବାଘୁଆବାର୍ତ୍ତା): ଓଡ଼ଗାଁ ଇନଡୋର ଷ୍ଟାଡିୟମ ପ୍ରାଙ୍ଗଣରେ ଆଜି ଓଡ଼ଗାଁ ବ୍ଲକର ୧୮ଟି ପଞ୍ଚାୟତର ୧୩୦ ଜଣ ହିତାଧିକାରୀଙ୍କୁ ବାର୍ଦ୍ଧକ୍ୟ, ଭିନ୍ନକ୍ଷମ, ବିଧବା ଭତ୍ତା ପ୍ରଦାନ କରାଯାଇଛି।ଏଥିରେ ନୟାଗଡ଼ ବିଧାୟକ ତଥା ମନ୍ତ୍ରୀ ଡ଼ ଅରୁଣ କୁମାର ସାହୁ ମୁଖ୍ୟ ଅତିଥିଭାବେ ଯୋଗ ଦେଇ ଭତ୍ତା ବଣ୍ଟନ କରିଥିଲେ । ଆଜିର ଏହି କାର୍ୟ୍ୟକ୍ରମରେ ବିଡ଼ିଓ ସ୍ୱାତିଲେଖା ଦାସ , ବ୍ଲକ ଅଧ୍ୟକ୍ଷା ମମତା ବେହେରା, ଜିଲ୍ଲା ପରିଷଦ ସଭ୍ୟ ଲୋକନାଥ ସାହୁ ,ବିଭୁପ୍ରସାଦ ସାହୁ ,ବ୍ଲକ ବିଜେଡି ସଭାପତି ସୂର୍ୟ୍ୟ ନାରାୟଣ ଚୌଧୁରୀ , ପୂର୍ବତନ ସରପଞ୍ଚ ନିତ୍ୟାନନ୍ଦ ପ୍ରଧାନ ,ନୀଳମାଧବ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!