Saturday, July 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସର୍ଭିସ୍ ବନ୍ଧୁକରୁ ଗୁଳି ଫୁଟାଇ ଜଣେ ସିଆରପିଏଫ୍ ଯବାନଙ୍କ ଆତ୍ମହତ୍ୟା

by ସଞ୍ଜୟ ସ୍ୱାଇଁ
October 3, 2021
in State
ସର୍ଭିସ୍ ବନ୍ଧୁକରୁ ଗୁଳି ଫୁଟାଇ ଜଣେ ସିଆରପିଏଫ୍ ଯବାନଙ୍କ ଆତ୍ମହତ୍ୟା
84
VIEWS
Share on FacebookShare on Twitter

ଉମରକୋଟ, (ବାଘୁଆବାର୍ତ୍ତା): ମାଓ ଅଧ୍ୟୁଷିତ ଛତିଶଗଡ଼-ଓଡ଼ିଶା ସୀମାନ୍ତ ନବରଙ୍ଗପୁର ଜିଲ୍ଲା ରାଇଘର ବ୍ଲକ ଅଧୀନ ଫୁଟାନୋଡ଼ା ସିଆରପିଏଫ୍‌ କ୍ୟାମ୍ପରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି । ସର୍ଭିସ୍ ବନ୍ଧୁକରୁ ଗୁଳି ଫୁଟାଇ ଜଣେ ସିଆରପିଏଫ୍ ଯବାନ ଆତ୍ମହତ୍ୟା କରିଛନ୍ତି। କ୍ୟାମ୍ପରେ ଜଣେ କାର୍ୟ୍ୟରତ ସିଆରପିଏଫ୍ ଯବାନ ରବିବାର ଅପରାହ୍ନରେ ନିଜ ବନ୍ଧୁକରୁ ଆତ୍ମହତ୍ୟା କରିଛନ୍ତି । ଏନେଇ ରାଇଘର ଥାନା ଅଧିକାରୀ ଟଙ୍କଗିରି ଭୋଇ ସୂଚନା ଦେଇଛନ୍ତି । ସୂଚନାନୁଯାୟୀ, ମୃତ ଯବାନ ଜଣକ ହେଲେ ଡି.ଗୋବର୍ଦ୍ଧନ। ତାଙ୍କ ଘର ତେଲେଙ୍ଗାନା ବୋଲି ଜଣାପଡିଛି । ତେବେ ଡି.ଗୋବର୍ଦ୍ଧନଙ୍କ ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ରହିଛି। ରାଇଘର ପୋଲିସ ଘଟଣା ବାବଦରେ ଖବର ପାଇ ତଦନ୍ତ ଆରମ୍ଭ କରିଛି । ସନ୍ଧ୍ୟାରୁ କ୍ୟାମ୍ପରେ ଉମରକୋଟ ଏସ୍‌ଡିପିଓ ଦୀନେଶ କୁମାର ନାୟକ, ରାଇଘର ତହସିଲଦାର ଶକ୍ତି ମହାପାତ୍ର, ରାଇଘର ଥାନା ଅଧିକାରୀ ଟଙ୍କଗିରି ଭୋଇ ପ୍ରମୁଖ ଡେରା ପକାଇ କେଉଁ ପରିସ୍ଥିତିରେ ଯବାନ ଜଣକ ଆତ୍ମହତ୍ୟାର ବାଟ ବାଛିନେଲେ ସେନେଇ ତଦନ୍ତ କରୁଛନ୍ତି । ଅଥଚ କେହି ହେଲେ ଅଧିକାରୀ ଘଟଣା ସଂପର୍କରେ ମୁହଁ ଖୋଲୁ ନାହାନ୍ତି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!