Saturday, July 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଟ୍ରକ୍ ଧକ୍କାରେ ଜଣେ ଯୁବକଙ୍କର ଅକାଳ ମୃତ୍ୟୁ

by ସଞ୍ଜୟ ସ୍ୱାଇଁ
October 3, 2021
in Accident, State
ଟ୍ରକ୍ ଧକ୍କାରେ ଜଣେ ଯୁବକଙ୍କର ଅକାଳ ମୃତ୍ୟୁ
185
VIEWS
Share on FacebookShare on Twitter

ବାଲୁଗାଁ/ବାଣପୁର, (ବାଘୁଆବାର୍ତ୍ତା): ଶନିବାର ସନ୍ଧ୍ୟାରେ ୧୬ ନମ୍ବର ଜାତୀୟ ରାଜପଥରେ ଟ୍ରକ୍ ଧକ୍କାରେ ଜଣେ ଯୁବକଙ୍କର ଅକାଳ ମୃତ୍ୟୁ ହୋଇଯାଇଛି । ଖବର ପାଇ ନାଭାଲ ଫାଣ୍ଡି ପୁଲିସ ଘଟଣାର ତଦନ୍ତ ଚଲାଇଛି । ପୁଲିସ ସୂତ୍ରରୁ ପ୍ରକାଶ ଯେ ନିମାଁଇମଲ ଗ୍ରାମର ଗାଡି ମେକାନିକ ମାଧବ ସ୍ୱାଇଁ (୫୩) ସନ୍ଧ୍ୟା ୭ଟାରେ ଗ୍ୟାରେଜରୁ କାମ ସାରି ସ୍କୁଟି ଯୋଗେ ଗ୍ରାମକୁ ଫେରୁଥିଲେ । ୧୬ ନମ୍ବର ଜାତୀୟ ରାଜପଥର ନାଭାଲ ଛକ ନିକଟରେ ଏକ ଦ୍ରୁତଗାମୀ ଟ୍ରକ ତାଙ୍କୁ ପଛପଟୁ ଧକ୍କା ଦେଇଥିଲା । ଫଳରେ ମାଧବ ରାସ୍ତାରେ ପିଟିହୋଇ ପଡିଯାଇ ଥିଲେ । ଟ୍ରକଟି ଦୁର୍ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲା । ପ୍ରତ୍ୟକ୍ଷଦର୍ଶୀଙ୍କ ଠାରୁ ଖବର ପାଇ ଦମକଳ ବାହିନୀ ମାଧବଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଚିକିତ୍ସା ପାଇଁ ବାଲୁଗାଁ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ । ମାତ୍ର ସେଠାରେ ତାଙ୍କର ମୃତ୍ୟୁ ହୋଇଯାଇ ଥିବା ଡାକ୍ତର ସୂଚନା ଦେଇଛନ୍ତି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!