Saturday, July 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭଦ୍ରକ ଜିଲ୍ଲାର ସହିଦନଗର ଠାରେ ବିଜୁ ଯୁବ ଓ ଛାତ୍ର ଜନତା ଦଳ ତରଫରୁ ସେବା କାର୍ୟ୍ୟକ୍ରମ ଆୟୋଜିତ

by ସଞ୍ଜୟ ସ୍ୱାଇଁ
October 3, 2021
in State
ଭଦ୍ରକ ଜିଲ୍ଲାର ସହିଦନଗର ଠାରେ ବିଜୁ ଯୁବ ଓ ଛାତ୍ର ଜନତା ଦଳ ତରଫରୁ ସେବା କାର୍ୟ୍ୟକ୍ରମ ଆୟୋଜିତ
34
VIEWS
Share on FacebookShare on Twitter

ଭଦ୍ରକ, (ବାଘୁଆବାର୍ତ୍ତା): ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା ପରେ ବିଜୁ ଯୁବ ଓ ଛାତ୍ର ଜନତା ଦଳ ତରଫରୁ ସେବା କାର୍ୟ୍ୟକ୍ରମ ଆୟୋଜିତ ହେଉଛି । ଭଦ୍ରକ ଜିଲ୍ଲାର ସହିଦନଗର ଠାରେ ସେବା କାର୍ୟ୍ୟକ୍ରମ ଆରମ୍ଭ ହୋଇଛି । ଅକ୍ଟୋବର ଦୁଇ ଗାନ୍ଧୀ ଜୟନ୍ତୀରୁ ନଭେମ୍ବର ଦୁଇ ଜୟପ୍ରକାଶ ଜୟନ୍ତୀ ପର୍ୟ୍ୟନ୍ତ ଏହି ଭଳି କାର୍ୟ୍ୟକ୍ରମ ଆୟୋଜିତ ହେବ । ସହିଦନଗର ଠାରେ ବିଜୁ ଯୁବ ଜନତା ଦଳର ଭଦ୍ରକ ଜିଲ୍ଲା ସମ୍ପାଦକ ସୁଶାନ୍ତ ପଣ୍ଡାଙ୍କ ନେତୃତ୍ୱରେ ସେବା କାର୍ୟ୍ୟ ଆରମ୍ଭ ହୋଇଛି । କଟସାହି ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର ଠାରେ ସଫେଇ କାର୍ୟ୍ୟ କରାଯାଇଛି । ସ୍ୱାସ୍ଥ୍ୟ କେନ୍ଦ୍ରରୁ କର୍ମୀ ମାନେ ସଫେଇ ଆରମ୍ଭ କରି ବଜାର ମଧ୍ୟ ସଫେଇ କରିଛନ୍ତି । ଆଗାମୀ ସମୟରେ ବରିଷ୍ଠ ନାଗରିକଙ୍କୁ ସମ୍ବର୍ଦ୍ଧନା କରାଯିବ । ସପ୍ତାହ ବ୍ୟାପୀ କାର୍ୟ୍ୟକ୍ରମରେ ସହିଦ ପୀଠ ନିକଟରେ ବୃକ୍ଷ ରୋପଣ ମଧ୍ୟ କରାଯିବ ବୋଲି ସୂଚନା ଦେଇଛନ୍ତି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!