Saturday, July 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଶ୍ରୀଜଗନ୍ନାଥ ମନ୍ଦିର ସୁରକ୍ଷା ଦାୟିତ୍ୱରେ ଥିବା ଜଣେ ପୋଲିସ କର୍ମଚାରୀଙ୍କ ମୃତଦେହ ଉଦ୍ଧାର, ହତ୍ୟା ନା ଆତ୍ମହତ୍ୟା ?

by ସଞ୍ଜୟ ସ୍ୱାଇଁ
October 3, 2021
in Crime, State
ଶ୍ରୀଜଗନ୍ନାଥ ମନ୍ଦିର ସୁରକ୍ଷା ଦାୟିତ୍ୱରେ ଥିବା ଜଣେ ପୋଲିସ କର୍ମଚାରୀଙ୍କ ମୃତଦେହ ଉଦ୍ଧାର, ହତ୍ୟା ନା ଆତ୍ମହତ୍ୟା ?
133
VIEWS
Share on FacebookShare on Twitter

ପୁରୀ, (ବାଘୁଆବାର୍ତ୍ତା): ଶ୍ରୀକ୍ଷେତ୍ରରେ ଚାଂଚଲ୍ୟ ଖେଳାଇଛି ଜଣେ ପୋଲିସ କର୍ମଚାରୀଙ୍କ ମୃତଦେହ ଉଦ୍ଧାର ମାମଲା । ମୃତ ପୋଲିସ କର୍ମଚାରୀ ଜଣକ ଶ୍ରୀଜଗନ୍ନାଥ ମନ୍ଦିର ସୁରକ୍ଷା ଦାୟିତ୍ୱରେ ଥିଲେ । ଗତକାଲି ପୁରୀ ସଦର ହୁଲୁହୁଳିଆ ପୋଲ ନିକଟ ରେଳଧାରଣା ପାଶ୍ୱର୍ରୁ ପୋଲିସ କର୍ମୀଙ୍କ ମୃତଦେହ ଉଦ୍ଧାର କରାଯାଇଥିଲା । ମୃତକଙ୍କ ପରିଚୟ କୁମୁଟିପାଟଣାର ପ୍ରଶାନ୍ତ କୁମାର ସାହୁ ବୋଲି ଜଣାପଡିଛି । ମୃତଦେହ ଉଦ୍ଧାର ହେବା ପରେ ଘଟଣାସ୍ଥଳରେ ପହଂଚି ସିଟି ଡିଏସପି ଓ କୁମ୍ଭାରପଡା ଥାନା ଅଧିକାରୀ ତଦନ୍ତ ଆରମ୍ଭ କରିଥିଲେ । ଏହି ମାମଲାରେ ଜିଆରପି ପୋଲିସ ମଧ୍ୟ ତଦନ୍ତ ଚଳାଇଥିଲାବେଳେ ପ୍ରଶାନ୍ତଙ୍କ ମୃତ୍ୟୁ ହତ୍ୟା ନା ଆତ୍ମହତ୍ୟା ତାହା ସ୍ପଷ୍ଟ ହୋଇପାରିନି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!