Sunday, July 5, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ହାତୀ ଆକ୍ରମଣରେ ଚାଲିଗଲା ଜୀବନ

by ସଞ୍ଜୟ ସ୍ୱାଇଁ
October 4, 2021
in State
ହାତୀ ଆକ୍ରମଣରେ ଚାଲିଗଲା ଜୀବନ
63
VIEWS
Share on FacebookShare on Twitter

ମୋରଡା, (ବାଘୁଆବାର୍ତ୍ତା): ହାତୀ ଆକ୍ରମଣରେ ଜଣେ ମୃତ । ମୃତକ ରାସଗୋବିନ୍ଦପୁର ରେଞ୍ଜ ଅଧିନ ଭଦୁଆଶୋଳ ଗାଁର ବୋଲି ଜଣାପଡିଛି । ଘଟଣାସ୍ଥଳରେ ବନବିଭାଗ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଖବର ଅନୁଯାୟୀ, କୌଣସି କାମ ପାଇଁ ଜଙ୍ଗଲକୁ ଯାଇଥିବା ବେଳେ ହାତୀ ଆକ୍ରମଣର ଶିକାର ହୋଇଥିଲା । ହାତୀ ଆକ୍ରମଣରେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଯାଇଛି । ଅଘଟଣ ସଂପର୍କରେ ଖବର ପାଇ ବନବିଭାଗ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍‌ ଜାରି ରଖିଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!