Sunday, July 5, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦୁଇ ନାବାଳିକା ଦୁଷ୍କର୍ମକାରୀଙ୍କୁ ୨୫ ବର୍ଷ ଜେଲ୍ ଦଣ୍ଡ ସହିତ ୧୦ହଜାର ଟଙ୍କା ଜରିମାନା ଆଦେଶ ଦେଇଛନ୍ତି କୋର୍ଟ

by ସଞ୍ଜୟ ସ୍ୱାଇଁ
October 4, 2021
in Crime, State
ଦୁଇ ନାବାଳିକା ଦୁଷ୍କର୍ମକାରୀଙ୍କୁ ୨୫ ବର୍ଷ ଜେଲ୍ ଦଣ୍ଡ ସହିତ ୧୦ହଜାର ଟଙ୍କା ଜରିମାନା ଆଦେଶ ଦେଇଛନ୍ତି କୋର୍ଟ
52
VIEWS
Share on FacebookShare on Twitter

ସୁନ୍ଦରଗଡ, (ବାଘୁଆବାର୍ତ୍ତା): ଦୁଇ ନାବାଳିକା ଦୁଷ୍କର୍ମକାରୀଙ୍କୁ ୨୫ ବର୍ଷ ଜେଲ୍ ଦଣ୍ଡ । ୨୦୧୪ ମସିହାରେ ସୁନ୍ଦରଗଡ ଜିଲ୍ଲା ବଣାଇ ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ଗଣଦୁଷ୍କର୍ମ ମାମଲାର ଶୁଣାଣି କରିଛନ୍ତି ସୁନ୍ଦରଗଡ ସ୍ଵତନ୍ତ୍ର ପୋକ୍ସ କୋର୍ଟ । ଦୁଇ ଅଭିଯୁକ୍ତ ଟୁନୁ ଓରଫ ହରେ କିଷାନ ଏବଂ ପ୍ରହ୍ଲାଦ କିଷାନଙ୍କୁ ୨୫ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି । ଏହା ସହିତ ୧୦ହଜାର ଟଙ୍କା ଜରିମାନା ଆଦେଶ ଦେଇଛନ୍ତି କୋର୍ଟ । ଏହାସହ ଜିଲ୍ଲା ଆଇନ ସେବା ପ୍ରାଧିକରଣ ଜରିଆରେ ପୀଡିତାଙ୍କୁ ୭ ଲକ୍ଷ ଟଙ୍କାର ସହାୟତା ପ୍ରଦାନ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!