Sunday, July 5, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିଏମସି ଜାରି କଲା କଟକଣା: ବିବାହ, ବ୍ରତ ଓ ଶୁଦ୍ଧିକ୍ରିୟାରେ ସାମିଲ ହେବେ ୫୦ଜଣ

by ସଞ୍ଜୟ ସ୍ୱାଇଁ
October 4, 2021
in State
ବିଏମସି ଜାରି କଲା କଟକଣା: ବିବାହ, ବ୍ରତ ଓ ଶୁଦ୍ଧିକ୍ରିୟାରେ ସାମିଲ ହେବେ ୫୦ଜଣ
69
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ବିଏମସି ଜାରି କଲା କଟକଣା । ବିବାହ, ବ୍ରତ ଓ ଶୁଦ୍ଧିକ୍ରିୟାରେ ସାମିଲ ହେବେ ୫୦ଜଣ । ଅତିଥିଙ୍କର ହେବ ଥର୍ମାଲ ସ୍କ୍ରିନିଂ । ବିଏମସି ପକ୍ଷରୁ ଜାରି ହେଲା ସ୍ବତନ୍ତ୍ର ଗାଇଡଲାଇନ୍ । ବାହାଘର, ବ୍ରତଘର ଏବଂ ଶୁଦ୍ଧିକ୍ରିୟାରେ ୫୦ ଜଣଙ୍କୁ ଅନୁମତି । ଏସବୁ ପାଇଁ ସ୍ଥାନୀୟ ପ୍ରଶାସନର ଅନୁମତି ବାଧ୍ୟତାମୂଳକ କରାଯାଇଛି । ଭୋଜିଭାତ ବେଳେ କଟକଣାକୁ ବାଧ୍ୟତାମୂଳକ କରାଯାଇଛି । କଟକଣା ଉଲଂଘନ କଲେ ଜରିମନା କରିବ ବିଏମସି । କେବଳ ଖାଇବା ସମୟ ଛଡ଼ା ସମସ୍ତ ଲୋକ ସର୍ବଦା ମାସ୍କ ପିନ୍ଧିବେ। ଗାଇଡଲାଇନ ଉଲ୍ଲଂଘନ ହେଲେ ଆୟୋଜକ ଓ ହଲ୍ ମାଲିକ ଦାୟୀ ରହିବେ ବୋଲି କଡା ନିର୍ଦ୍ଦେଶ ବିଏମ୍‌ସି ଜାରି କରିଛି । କରୋନା ପାଇଁ ଅକ୍ଟୋବର ଗାଇଡଲାଇନ ରାଜ୍ୟ ସରକାର ଜାରି କରିଛନ୍ତି । ଏଥିରେ ଟ୍ୱିନ୍‌ ସିଟିରେ ଲାଗୁ ହେବ ନାଇଟ କର୍ଫ୍ୟୁ। ପାର୍ବଣ ଋତୁ ପାଇଁ ସ୍ପେଶାଲ ରିଲିଫ୍ କମିଶନର ସତର୍କ କରାଇବା ସହ କେବଳ କଟକ, ଭୁବନେଶ୍ୱର ପାଇଁ ନାଇଟ କର୍ଫ୍ୟୁ ଅଧିକ କଡ଼ାକଡ଼ି ହେବ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!