Sunday, July 5, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମହାନଦୀରେ ଗାଧଉଥିବା ବେଳେ ଭାସିଗଲେ ବାପ-ପୁଅ-ଝିଅ

by ସଞ୍ଜୟ ସ୍ୱାଇଁ
October 4, 2021
in State
ମହାନଦୀରେ ଗାଧଉଥିବା ବେଳେ ଭାସିଗଲେ ବାପ-ପୁଅ-ଝିଅ
71
VIEWS
Share on FacebookShare on Twitter

ସମ୍ବଲପୁର, (ବାଘୁଆବାର୍ତ୍ତା): ସମ୍ବଲପୁରରେ ଗାଧୁଉଥିବା ବେଳେ ଭାସିଗଲେ ତିନି ଜଣ । ଦଳେଇ ପଡ଼ା ଘାଟରେ ଏହି ଅଘଟଣ ଘଟିଛି । ଗାଧଉଥିବା ବେଳେ ବାପା ପୁଅ ଝିଅ ଭାସିଯାଇଛନ୍ତି । ପ୍ରଥମେ ସ୍ଥାନୀୟ ମତ୍ସଜୀବୀମାନେ ଖୋଜା ଖୋଜି କରିଥିବା ବେଳେ ପରେ ଅଗ୍ନିଶମ ବିଭାଗର କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ତଲାସୀ ଅଭିଯାନ ଜାରି ରଖଛନ୍ତି । ମହାନଦୀରେ ଏବେ ପ୍ରବଳ ସୁଅ ଥିବାରୁ ସେମାନେ ସୁଅରେ ଭାସିଯାଇଥିଲେ । ସମ୍ବଲପୁରର ଏକ ହୋଟେଲ୍‌ରେ ସେ ଅଲତାବ୍‌ କାମ କରୁଥିଲେ । ସମ୍ବଲପୁର ପେସନ ପଡାର ବାସିନ୍ଦା ବୋଲି ଜଣା ପଡିଛି । ପୁଅର ନାଁ ଅଫତାବ ଏବଂ ଝିଅର ନାଁ ରୁକସାନା ବୋଲି ଜଣା ପଡିଛି । ବାପ ଓ ପୁଅକୁ ଅଚେତ ଅବସ୍ଥାରେ ଉଦ୍ଧାର କରାଯାଇଛି । ଉଭୟ ମୃତ ହୋଇଥିବା ସୂଚନା ମିଳିଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!