Sunday, July 5, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଷ୍ଟେଟ୍ ବ୍ୟାଙ୍କ୍ ଗ୍ରାହକ ସେବା କେନ୍ଦ୍ର ଭିତରକୁ ପଶି ବନ୍ଧୁକ ଫୁଟାଇ ୧ ଲକ୍ଷ ୨୯ ହଜାର ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

by ସଞ୍ଜୟ ସ୍ୱାଇଁ
October 4, 2021
in Crime, State
ଷ୍ଟେଟ୍ ବ୍ୟାଙ୍କ୍ ଗ୍ରାହକ ସେବା କେନ୍ଦ୍ର ଭିତରକୁ ପଶି ବନ୍ଧୁକ ଫୁଟାଇ ୧ ଲକ୍ଷ ୨୯ ହଜାର ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
226
VIEWS
Share on FacebookShare on Twitter

ସାଲେପୁର, (ବାଘୁଆବାର୍ତ୍ତା): ଦିନ ଦ୍ବିପ୍ରହରରେ ଲୁଟ୍ । ଷ୍ଟେଟ୍ ବ୍ୟାଙ୍କ୍ ଗ୍ରାହକ ସେବା କେନ୍ଦ୍ର ଭିତରକୁ ପଶି ବନ୍ଧୁକ ଫୁଟାଇ ୧ ଲକ୍ଷ ୨୯ ହଜାର ଟଙ୍କା ଲୁଟିନେଲେ ଦୁର୍ବୃତ୍ତ । କଟକ ପାଗା ଫାଣ୍ଡି ନିକଟ ପୁରୁଷୋତ୍ତମପୁରରେ ଘଟିଛି ଲୁଟ୍ ଘଟଣା । ସୂଚନାଯୋଗ୍ୟ ଯେ, ସୋମବାର ମଧ୍ୟାହ୍ନରେ ଦୁଇ ଜଣ ଦୁର୍ବୃତ୍ତ ଏକ ପଲସର ବାଇକରେ ଆସି ହଠାତ ସୁଯୋଗ ଦେଖି ଗ୍ରାହକ ସେବା କେନ୍ଦ୍ର ଭିତରକୁ ପଶିଥିଲେ । ସେଠାରେ ବନ୍ଧୁକରୁ ଗୋଟିଏ ରାଉଣ୍ଡ ଫାଙ୍କା ଗୁଳି ଚଳାଇ କ୍ୟାସ୍ ବକ୍ସରୁ ୧ ଲକ୍ଷ ୨୯ ହଜାର ଟଙ୍କା ଲୁଟି ଚମ୍ପଟ ମାରିଥିବାର ଅଭିଯୋଗ ହୋଇଛି । ଘଟଣାସ୍ଥଳରେ ପାଗା ଫାଣ୍ଡି ପୋଲିସ ଓ ଜଗତପୁର ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି । ସିସିଟିଭି ଜବତ କରିବା ସହ କର୍ମଚାରୀଙ୍କୁ ପଚରାଉଚରା କରି ଦୁର୍ବୃତ୍ତମାନଙ୍କୁ ଖୋଜାଖୋଜି କରୁଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!