Sunday, July 5, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଛତୁଆ ବିଲ୍ ପାସ୍ ପାଇଁ ନେଉଥିଲେ ୮୦ହଜାର ଟଙ୍କା ଲାଞ୍ଚ

by ସଞ୍ଜୟ ସ୍ୱାଇଁ
October 4, 2021
in Crime, State
ଛତୁଆ ବିଲ୍ ପାସ୍ ପାଇଁ ନେଉଥିଲେ ୮୦ହଜାର ଟଙ୍କା ଲାଞ୍ଚ
208
VIEWS
Share on FacebookShare on Twitter

କଳାହାଣ୍ଡି, (ବାଘୁଆବାର୍ତ୍ତା): ଭିଜିଲାନ୍ସ ହାତରେ ଧରାପଡିଲେ କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ ସିଡିପିଓ । ଛତୁଆ ବିଲ୍ ପାସ୍ ପାଇଁ ୮୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଗିରଫ କରିଛି । ଲାଞ୍ଜିଗଡ଼ ଆଇ.ସି.ଡି.ଏସ ସିଡିପିଓ ମୀନା କୁମାରୀ ପାତ୍ର ସୋମବାର ଦିନ କାର୍ୟ୍ୟାଳୟରେ ଲାଂଚ ଟଙ୍କା ଗ୍ରହଣ କରୁଥିବା ବେଳେ ଭିଜିଲାନ୍ସ ତାଙ୍କୁ ଧରିଛି । ୫ ଗୋଟି ଏସଏଚଜିର ଛତୁଆ ବିଲ୍ ବାବଦକୁ ୧୧ ଲକ୍ଷ ୫୯ ହଜାର ଟଙ୍କା ବିଲ୍ ପାସ୍ କରିବାକୁ ୮୦ ହଜାର ଟଙ୍କା ଲାଞ୍ଚ ନେଉଥିଲେ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!