Sunday, July 5, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିପୁଳ ପରିମାଣର ଦେଶୀ ମଦ ଜବତ

by ସଞ୍ଜୟ ସ୍ୱାଇଁ
October 5, 2021
in Crime, State
ବିପୁଳ ପରିମାଣର ଦେଶୀ ମଦ ଜବତ
14
VIEWS
Share on FacebookShare on Twitter

ଜଟଣୀ, (ବାଘୁଆବାର୍ତ୍ତା): ବିପୁଳ ପରିମାଣର ଦେଶୀ ମଦ ଜବତ । ନଷ୍ଟ କରାଗଲା ବିପୁଳ ପରିମାଣର ପୋଚ । ଖୋର୍ଦ୍ଧା ଜିଲ୍ଲା ଜଟଣୀ ପୋଲିସ ଏହି ସବୁ ମଦକୁ ଜବତ କରିଛି । ଜଟଣୀ ପୋଲିସ ବିଶେଷ ସୂତ୍ରରୁ ଦେଶୀ ମଦ କାରବାର ନେଇ ଖବର ପାଇଥିଲା । ଏହାପରେ ବୁଡାପଡା ଛକ ଠାରେ ଚଡଉ କରି ଚାଳିଶ ପେଟି ଆସ୍କା ୪୦, କୋଡିଏ ଲିଟର ଦେଶୀମଦ ସହ ପୋଚ ଜବତ କରିଥିଲା ଓ ପୋଚକୁ ନଷ୍ଟ କରି ଚାଳିଶ ପେଟି ଆସ୍କା ୪୦ ସହ ଦେଶୀମଦକୁ ଥାନାକୁ ନେଇଥିଲା ପୋଲିସ ଓ ଏନେଇ ଜଟଣୀ ଥାନା ୫୧୦/୨୧ରେ ଏକ ମାମଲା ରୁଜୁ କରି ମଦ ମାଫିଆଙ୍କୁ ଖୁବ ଶୀଘ୍ର ଧରାଯିବ ବୋଲି ଜଟଣୀ ଆଇଆଇସି ବିଶ୍ଵରଞ୍ଜନ ସାହୁ କହିଛନ୍ତି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!