Monday, July 6, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭାରସାମ୍ୟ ହରାଇ ନାଳକୁ ବାଇକ୍ ଖସି ନାବାଳକ ମୃତ, ୨ ଜଣ ଆହତ

by ସଞ୍ଜୟ ସ୍ୱାଇଁ
October 5, 2021
in Accident, State
ଭାରସାମ୍ୟ ହରାଇ ନାଳକୁ ବାଇକ୍ ଖସି ନାବାଳକ ମୃତ, ୨ ଜଣ ଆହତ
108
VIEWS
Share on FacebookShare on Twitter

ଫୁଲବାଣୀ, (ବାଘୁଆବାର୍ତ୍ତା): ଫୁଲବାଣୀର ଗୁଦାରିଠାରେ ବୁଲାଣୀ ରାସ୍ତାରେ ଭାରସାମ୍ୟ ହରାଇ ନାଳକୁ ଖସିପଡିଲା ବାଇକ୍ । ବାଇକରେ ଥିବା ୩ ଜଣ ନାବାଳକ ମଧ୍ୟରୁ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୨ ଜଣଙ୍କୁ ଗୁରୁତର ଅବସ୍ଥାରେ ଫୁଲବାଣୀ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ସୂଚନାଯୋଗ୍ୟ ଯେ, ମଙ୍ଗଳବାର ସକାଳୁ ଫୁଲବାଣୀଠାରୁ ୩ ଜଣ ନାବାଳକ ଗୋଟିଏ ବାଇକରେ ଖଜୁରୀପଡ଼ା ଯାଉଥିବା ବେଳେ ଗୁଦାରୀନିକଟ ମଲ୍ଲିକ ସାହିଠାରେ ବାଇକ୍ ଭାରସାମ୍ୟ ହରାଇ ଦୁର୍ଘଟଣା ଘଟିଥିଲା । ଯାହା ଫଳରେ ବାଇକରେ ଥିବା ୩ ଜଣ ନାବାଳକ ମଧ୍ୟରୁ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିଲା । ଏହି ଘଟଣା ଜାଣିବା ପରେ ଗ୍ରାମବାସୀ ଘଟଣାସ୍ଥଳରୁ ଦୁଇ ଜଣ ଆହତ ନାବାଳକକୁ ଉଦ୍ଧାର କରିଥିଲେ । ପୋଲିସକୁ ଖବର ଦେବା ସହ ୧୦୮ ଆମ୍ବୁଲାନ୍ସକୁ ଜଣାଇଥିଲେ । ଆମ୍ବୁଲାନ୍ସ ଘଟଣାସ୍ଥଳରେ ପହଞ୍ଚି ଗୁରୁତରମାନଙ୍କୁ ଫୁଲବାଣୀ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ମୃତକ ଜଣକ ହେଲେ ଅମ୍ବାଲାପଡାର ଡି ଆଦର୍ଶ କୁମାର । ଖଜୁରୀପଡା ପୋଲିସ ଘଟଣାର ତଦନ୍ତ କରୁଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!