Wednesday, May 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଗତ ଦୁଇ ବର୍ଷ ମଧ୍ୟରେ କଟକ କମିଶନରେଟ ପୁଲିସଙ୍କ ଦ୍ୱାରା ମୋଟ ୪ କେଜି ୬୪୬ ଗ୍ରାମ ବ୍ରାଉନସୁଗର ଜବତ ହୋଇଛି

by ସଞ୍ଜୟ ସ୍ୱାଇଁ
October 6, 2021
in Feature News
ଗତ ଦୁଇ ବର୍ଷ ମଧ୍ୟରେ କଟକ କମିଶନରେଟ ପୁଲିସଙ୍କ ଦ୍ୱାରା ମୋଟ ୪ କେଜି ୬୪୬ ଗ୍ରାମ ବ୍ରାଉନସୁଗର ଜବତ ହୋଇଛି
53
VIEWS
Share on FacebookShare on Twitter

କଟକ, (ବାଘୁଆବାର୍ତ୍ତା): ଗତ ଦୁଇ ବର୍ଷ ମଧ୍ୟରେ କଟକ କମିଶନରେଟ ପୁଲିସ ମୋଟ ୪ କେଜି ୬୪୬ ଗ୍ରାମ ବ୍ରାଉନସୁଗର ଜବତ କରିଛି। ଯାହାର ଆନୁମାନିକ ମୂଲ୍ୟ ୪ କୋଟି ୬୧ ଲକ୍ଷ ଟଙ୍କାରୁ ଅଧିକ ହେବ। କଟକ ଡିସିପି ପ୍ରତୀକ ସିଂ ଆଜି ସାମ୍ବାଦିକ ସମ୍ମିଳନୀରେ ଏହି ସୂଚନା ଦେଇଛନ୍ତି। ଏହି ଘଟଣାରେ ସମୁଦାୟ ୩୦ ଜଣଙ୍କୁ ଗିରଫ କରାଯାଇଥିବା ସେ କହିଛନ୍ତି। ଡିସିପି କହିଛନ୍ତି, ଆଜି ପୁଣି କଟକର ଦରଖାବଜାରରୁ ୨୬୮ ଗ୍ରାମ ବ୍ରାଉନସୁଗର ଜବତ କରାଯାଇଛି। ଯାହାର ଆନୁମାନିକ ମୂଲ୍ୟ ପ୍ରାୟ ୨୬ ଲକ୍ଷ ଟଙ୍କା ହେବ। ଏହି ଘଟଣାରେ ତିନି ଜଣଙ୍କୁ ଗିରଫ କରାଯାଇଛି। ଅଭିଯୁକ୍ତମାନେ ହେଲେ ବାପି, ବିବେକାନନ୍ଦ ଜେନା ଓ ଗୋପୀନାଥ ପାତ୍ର। ଅଭିଯୁକ୍ତଙ୍କଠାରୁ ୧ ଲକ୍ଷ ୨୮ ହଜାର ଟଙ୍କା, ୪ଟି ମୋବାଇଲ ଫୋନ୍, ଗୋଟିଏ ବାଇକ୍ ଓ ସ୍କୁଟି ଜବତ କରାଯାଇଛି। ଦରଘାବଜାର ଜେଲ ପଡ଼ିଆରେ ଅଭିଯୁକ୍ତମାନେ ବ୍ରାଉନସୁଗର ବିକ୍ରି କରୁଥିବା ପୁଲିସ କୌଣସି ସୂତ୍ରରୁ ଖବର ପାଇଥିଲା। ପରେ ଦରଘାବଜା ପୁଲିସ ସେହି ଅଞ୍ଚଳରେ ଚଢ଼ଉ କରି ବ୍ରାଉନସୁଗାର ଜବତ କରିବା ସହ ତିନି ଜଣଙ୍କୁ ଗିରଫ କରିଥିଲା।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!