Tuesday, July 7, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୋଲିସ ହାତରେ ଧରାପଡିଛନ୍ତି ବାଇକ୍‌ ଚୋରିର ବଡ଼ ରାକେଟ୍‌, ୧୨ଟି ଚୋରି ବାଇକ୍‌ ଜବତ ସହ ୪ଜଣ ଗିରଫ

by ସଞ୍ଜୟ ସ୍ୱାଇଁ
October 7, 2021
in Crime, State
ପୋଲିସ ହାତରେ ଧରାପଡିଛନ୍ତି ବାଇକ୍‌ ଚୋରିର ବଡ଼ ରାକେଟ୍‌, ୧୨ଟି ଚୋରି ବାଇକ୍‌ ଜବତ ସହ ୪ଜଣ ଗିରଫ
105
VIEWS
Share on FacebookShare on Twitter

ନୀଳଗିରି, (ବାଘୁଆବାର୍ତ୍ତା): ନୀଳଗିରି ପୋଲିସକୁ ମିଳିଛି ବଡ଼ ସଫଳତା । ପୋଲିସ ହାତରେ ଧରାପଡିଛନ୍ତି ବାଇକ୍‌ ଚୋରିର ବଡ଼ ରାକେଟ୍‌ । ୧୨ଟି ଚୋରି ବାଇକ୍‌ ସହ ୪ଜଣଙ୍କୁ ଗିରଫ କରାଯାଇଛି । ଗିରଫ ବ୍ୟକ୍ତିଙ୍କୁ କୋର୍ଟ ଚାଲାଣ କରାଯିବ ବୋଲି ନୀଳିଗିରି ଥାନା ଅଧିକାରୀ ସୂଚନା ଦେଇଛନ୍ତି । ଖବର ଅନୁଯାୟୀ, ନୀଳଗିରି ଅଞ୍ଚଳରେ ବାଇକ୍‌ ଚୋରି ବଢିବାରେ ଲାଗିଥିଲା । ଯାହାର ସୂଚନା ପାଇଥିଲା ପୋଲିସ । ଏନେଇ ନୀଳଗିରି ଆଇଆଇସିଙ୍କ ନେତୃତ୍ୱରେ ଏକ ସ୍ୱତନ୍ତ୍ର ପୋଲିସ ଟିମ୍‌ ବିଭିନ୍ନ ସ୍ଥାନରେ ଚଢାଉ କରିଥିଲା । ଏହି ଚଢାଉରେ ୧୨ଟି ଚୋରି ବାଇକ୍‌ ଜବତ ସହ ୪ଜଣ ଚୋରଙ୍କୁ ଗିରଫ କରାଯାଇଛି । ଗିରଫ ବ୍ୟକ୍ତିଙ୍କ ମଧ୍ୟରେ ଖନ୍ତାପଡା ଥାନା ଅଞ୍ଚଳର ଲିଟୁ ମଲିକ, ଚିତ୍ତରଞ୍ଜନ ମଲିକ , ବନ୍ତ ଥାନା ଅଞ୍ଚଳର ଜଗବନ୍ଧୁ ଜେନା ଓ ଶଶିକାନ୍ତ ଜେନା ରହିଛନ୍ତି । ଗିରଫ ପରେ ସେମାନଙ୍କୁ କୋର୍ଟ ଚାଲାଣ କରାଯିବ ବୋଲି ନୀଳଗିରି ଆଇଆଇସି ସୂଚନା ଦେଇଛନ୍ତି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!