Tuesday, July 7, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜୟପୁର ସହରର ପ୍ରତିଷ୍ଠିତ ଗହଣା ଦୋକାନ ମୟୂରୀ ଜୁଏଲର୍ସକୁ ୨୨ ଲକ୍ଷ ୪୨ ହଜାର ୩୬୦ ଟଙ୍କା ଜରିମାନା

by ସଞ୍ଜୟ ସ୍ୱାଇଁ
October 7, 2021
in Crime, State
ଜୟପୁର ସହରର ପ୍ରତିଷ୍ଠିତ ଗହଣା ଦୋକାନ ମୟୂରୀ ଜୁଏଲର୍ସକୁ ୨୨ ଲକ୍ଷ ୪୨ ହଜାର ୩୬୦ ଟଙ୍କା ଜରିମାନା
156
VIEWS
Share on FacebookShare on Twitter

ଜୟପୁର, (ବାଘୁଆବାର୍ତ୍ତା): ଜୟପୁର ସହରର ପ୍ରତିଷ୍ଠିତ ଗହଣା ଦୋକାନ ମୟୂରୀ ଜୁଏଲର୍ସକୁ ୨୨ ଲକ୍ଷ ୪୨ ହଜାର ୩୬୦ ଟଙ୍କା ଜରିମାନା ହୋଇଛି। ସୁନା ଓ ରୁପା କିଣାବିକାରେ ହେରଫେର୍‌ ହୋଇଥିବା ଅଭିଯୋଗରେ ଏହି ଜରିମାନା କରିଛି ଜିଏସ୍‌ଟି ଏନଫୋର୍ସମେଣ୍ଟ ସ୍କ୍ୱାଡ୍‌। ସୁନା ଓ ରୁପା କିଣାବିକାରେ ହୋଇଥିବା ହେରଫେର୍‌ ଅଭିଯୋଗରେ ଗତ ୪ ତାରିଖରେ ରାଜ୍ୟରେ ୧୨ଟି ସହରରେ ଚଢ଼ଉ କରିଥିଲା ଜିଏସ୍‌ଟି ଏନଫୋର୍ସମେଣ୍ଟ ସ୍କ୍ୱାଡ୍‌। ଏଥିରେ ଜୟପୁରର ମୟୂରୀ ଜୁଏଲର୍ସ ରହିଥିଲା। ଜିଏସ୍‌ ବିଭାଗ ଜୁଏଲର୍ସରେ ଚଢ଼ଉ ବେଳେ ୬୯୦ ଗ୍ରାମ ସୁନା ଓ ୧୧୩୨୯ ଗ୍ରାମ ରୁପା ଜବତ କରିଥିଲା। ଯାହାର ଆନୁମାନିକ ମୂଲ୍ୟ ୪୦ ଲକ୍ଷ ୩୯ ହଜାର ଟଙ୍କା ହେବ। ଏହି ସୁନା ଓ ରୁପାର ହିସାବ ଗହଣା ଦୋକାନୀ ଦେଇପାରିନଥିଲେ। ତେଣୁ ଏଥିରେ ହେର୍‌ଫେର୍‌ ହୋଇଥିବା ଜିଏସ୍‌ଟି ସନ୍ଦେହ କରିଥିଲା। ସେଥିପାଇଁ ଏହି ଫାଇନ୍‌ ହୋଇଛି।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!