Tuesday, July 7, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କଟକର ଦୁଇ ଆରାଧ୍ୟା ଦେବୀ ପୀଠ ମା’ କଟକ ଚଣ୍ଡୀ ଓ ଗଡଚଣ୍ଡୀ ପୀଠରେ ମା’ଙ୍କ ସ୍ୱତନ୍ତ୍ର ପୂଜାର୍ଚ୍ଚନା

by ସଞ୍ଜୟ ସ୍ୱାଇଁ
October 8, 2021
in State
କଟକର ଦୁଇ ଆରାଧ୍ୟା ଦେବୀ ପୀଠ ମା’ କଟକ ଚଣ୍ଡୀ ଓ ଗଡଚଣ୍ଡୀ ପୀଠରେ ମା’ଙ୍କ ସ୍ୱତନ୍ତ୍ର ପୂଜାର୍ଚ୍ଚନା
29
VIEWS
Share on FacebookShare on Twitter

କଟକ, (ବାଘୁଆବାର୍ତ୍ତା): ଆରମ୍ଭ ହୋଇଛି ମା’ଙ୍କ ନବରାତ୍ର ପୂଜା । ନବପତ୍ରିକା ସହିତ ଆଜି କଟକର ବିଭିନ୍ନ ଶକ୍ତୀ ପୀଠରେ ଆରମ୍ଭ ହୋଇଛି ସ୍ୱତନ୍ତ୍ର ପୂଜାର୍ଚ୍ଚନା । ମୁଖ୍ୟତଃ କଟକର ଦୁଇ ଆରାଧ୍ୟା ଦେବୀ ପୀଠ ମା’ କଟକ ଚଣ୍ଡୀ ଓ ଗଡଚଣ୍ଡୀ ପୀଠରେ ମା’ଙ୍କ ସ୍ୱତନ୍ତ୍ର ପୂଜାର୍ଚ୍ଚନା ଆରମ୍ଭ ହୋଇଛି । ଷୋଡଶ ଉପଚାର ପୂଜା ସହ ଚଣ୍ଡୀପାଠ ମଧ୍ୟ କରାଯାଉଛି । ନବରାତ୍ର ସମୟରେ ବିଶେଷ କରି ମହିଳାମାନେ ବ୍ରତ ରଖିଥାନ୍ତି । ତେଣୁ ଏହି ଦୁଇ ପ୍ରମୁଖ ପୀଠରେ ଶ୍ରଦ୍ଧଳୁଙ୍କ ସମାଗମ ଦେଖିବାକୁ ମିଳିଛି । ଶ୍ରଦ୍ଧାଳୁ ମା’ଙ୍କ ପୂଜାର୍ଚ୍ଚନା କରି ବ୍ରତ ଧାରଣ କରି ମା’ଙ୍କୁ ଆରାଧନା କରିଛନ୍ତି । ୯ ଦିନ ଧରି ଚାଲିବ ମା’ଙ୍କ ଏହି ପୂଜାର୍ଚ୍ଚନା । ମା’ଙ୍କ ଅନନ୍ୟ ଓ ଅପୂର୍ବ ଷୋଡଶ ଉପଚାର ବେଶ ଦର୍ଶନ ପାଇଁ କଟକର ବିଭିନ୍ନ ଶକ୍ତପୀଠରେ ଭକ୍ତଙ୍କ ଭିଡ ଦେଖିବାକୁ ମିଳିଥିଲା । ଗତକାଲି ମା’ ଗଡଚଣ୍ଡି ବନଦୁର୍ଗା ବେଶରେ ଓ କଟକଚଣ୍ଡୀ ହରଚଣ୍ଡୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି । ଆଜି ମା’ କଟକ ଚଣ୍ଡୀ ଷୋଡ଼ଶୀ ଏବଂ ହରଚଣ୍ଡୀ ବଗଳାମୁଖି ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!