Tuesday, July 7, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଗୋଦରାପଲ୍ଲୀ ଗ୍ରାମର ପି.ଧର୍ମାରାଓ ହତ୍ୟା ଘଟଣାରେ ହିଞ୍ଜିଳି ପୋଲିସ୍ ୨ଜଣକୁ ଗିରଫ କରି ଅଟୋ ଜବତ କରିଛି

by ସଞ୍ଜୟ ସ୍ୱାଇଁ
October 8, 2021
in Crime, State
ଗୋଦରାପଲ୍ଲୀ ଗ୍ରାମର ପି.ଧର୍ମାରାଓ ହତ୍ୟା ଘଟଣାରେ ହିଞ୍ଜିଳି ପୋଲିସ୍ ୨ଜଣକୁ ଗିରଫ କରି ଅଟୋ ଜବତ କରିଛି
53
VIEWS
Share on FacebookShare on Twitter

ସାନଖେମୁଣ୍ଡି, (ବାଘୁଆବାର୍ତ୍ତା): ହିଞ୍ଜିଳି ଥାନା ଅନ୍ତର୍ଗତ ଗୋଦରାପଲ୍ଲୀ ଗ୍ରାମର ପି.ଧର୍ମାରାଓ ହତ୍ୟା ଘଟଣାରେ ହିଞ୍ଜିଳି ପୋଲିସ୍ ୨ଜଣକୁ ଗିରଫ କରି ଅଟୋ ଜବତ କରିଛି । ସୂଚନା ଅନୁସାରେ ଗତ ମଙ୍ଗଳବାର ଦିନ ଗୋଦରାପଲ୍ଲୀ କେନାଲ ନିକଟରେ ମୃତଦେହ ପଡ଼ିଥିବା ନେଇ ହିଞ୍ଜିଳି ପୋଲିସକୁ ସ୍ଥାନୀୟ ଲୋକ ସୂଚନା ଦେଇଥିଲେ । ହିଞ୍ଜିଳି ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ କରିଥିବା ବେଳେ ଅଗ୍ନିଶମ ବିଭାଗ ସହାୟତାରେ କେନାଲ ଶବ ଜବତ କରିଥିଲା ପୋଲିସ । ହିଞ୍ଜିଳି ଥାନାରେ ପି ଧର୍ମାରାଓଙ୍କ ପରିବାର ଲୋକ ଅଭିଯୋଗ କରିଥିଲେ । ଏହି ଘଟଣାକୁ ନେଇ ହିଞ୍ଜିଳି ପୋଲିସ୍ ୫୨୭/୨୧ ମାମଲା ରୁଜୁ କରି ତଦନ୍ତ କରିଥିଲା ଏହି ଘଟଣାରେ ହିଞ୍ଜିଳି ପୋଲିସ ୨ଜଣକୁ ଗିରଫ କରିଥିଲା । ଗିରଫ ମାନେ ହେଲେ ଗୋଦରାପଲ୍ଲୀ ଗ୍ରାମ ରେ ଜାଗିଲି ସେଠୀ ଓରଫ୍ ଜଗଦିସ୍, ଦର୍ଶନ ସେଠୀକୁ ଗିରଫ କରି କୋର୍ଟ ଚାଲାଣ କରିଥିବା ହିଞ୍ଜିଳି ପୋଲିସ ସାମ୍ୱାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ଆସିକା ଏସଡିପିଓ ଉମା ଶଙ୍କର ସିଂ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!