Tuesday, July 7, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପଞ୍ଚାୟତ ନିର୍ବାଚନକୁ ନେଇ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି ରାଜ୍ୟ ନିର୍ବାଚନ କମିଶନ ସଚିବ

by ସଞ୍ଜୟ ସ୍ୱାଇଁ
October 8, 2021
in State
ପଞ୍ଚାୟତ ନିର୍ବାଚନକୁ ନେଇ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି ରାଜ୍ୟ ନିର୍ବାଚନ କମିଶନ ସଚିବ
411
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ପଞ୍ଚାୟତ ନିର୍ବାଚନକୁ ନେଇ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି ରାଜ୍ୟ ନିର୍ବାଚନ କମିଶନ ସଚିବ । ସରପଞ୍ଚ ସଂରକ୍ଷଣ ତାଲିକ ଚୁଡ଼ାନ୍ତ ପ୍ରସଙ୍ଗରେ ସେ କହିଛନ୍ତି ଯେ, ରାଜ୍ୟ ସରକାର ୨୬ ତାରିଖ ସୁଦ୍ଧା ସଂରକ୍ଷଣ ଚୂଡ଼ାନ୍ତ ତାଲିକା ଦେବେ । ପ୍ରଥମେ ୱାର୍ଡ ମେମ୍ବର, ସମିତି ସଭ୍ୟ, ସରପଞ୍ଚଙ୍କ ସଂରକ୍ଷଣ ତାଲିକା ଦେବେ । ଏହା ସହ ୩୦ ସୁଦ୍ଧା ଜିଲ୍ଲା ପରିଷଦ ସଭ୍ୟ ଓ ଅଧ୍ୟକ୍ଷ ସଂରକ୍ଷଣ ତାଲିକା ମଧ୍ୟ ଦେବେ । ଏହାପରେ ନିର୍ବାଚନ କମିଶନ ଭୋଟର ତାଲିକା ପ୍ରସ୍ତୁତ କରିବେ । ଭୋଟର ଲିଷ୍ଟ ପ୍ରସ୍ତୁତ ପାଇଁ ମାସେରୁ ଦେଢ଼ମାସ ସମୟ ଲାଗିବ । ଭୋଟର ତାଲିକା ପ୍ରସ୍ତୁତ ପରେ ନିର୍ବାଚନ ପ୍ରକ୍ରିୟା ଆରମ୍ଭ ହେବ ବୋଲି ସେ କହିଛନ୍ତି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!