Wednesday, July 8, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କେନ୍ଦୁଝର ବନଖଣ୍ଡ ପକ୍ଷରୁ ୬୭ ତମ ବନ୍ୟପ୍ରାଣୀ ସପ୍ତାହ ପାଳିତ

by ସଞ୍ଜୟ ସ୍ୱାଇଁ
October 8, 2021
in State
କେନ୍ଦୁଝର ବନଖଣ୍ଡ ପକ୍ଷରୁ ୬୭ ତମ ବନ୍ୟପ୍ରାଣୀ ସପ୍ତାହ ପାଳିତ
54
VIEWS
Share on FacebookShare on Twitter

କେନ୍ଦୁଝର, (ବାଘୁଆବାର୍ତ୍ତା): କେନ୍ଦୁଝର ବନଖଣ୍ଡ ପକ୍ଷରୁ ୬୭ ତମ ବନ୍ୟପ୍ରାଣୀ ସପ୍ତାହ ପାଳିତ ହୋଇଯାଇଛି । ଏହି ଅବସରରେ ଡିଏଫଓ ଡି.ଡି ହନୁମତଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ହାତୀ ମାନଙ୍କ ସ୍ୱାସ୍ଥ୍ୟ ସମସ୍ୟା ଓ ଖଣି ଏକଜ୍ୟୁକେଟିଭ୍ ମାନଙ୍କ ସମ୍ବେଦନଶୀଳତା ଉପରେ ଏହି ବୈଠକରେ ଆଲୋଚନା ହୋଇଥିଲା । ମୁଖ୍ୟବକ୍ତା ଭାବେ ପରିବେଶବିତ୍ ଡକ୍ଟର ବିମ୍ବାଧର ବେହେରା, ସମ୍ମାନିତ ଅତିଥି ଭାବେ ଆନନ୍ଦପୁର ବନ୍ୟପ୍ରାଣୀ ଡ଼ିଭିଜନ ଡିଏଫଓ ଅଜିତ ଶତପଥି, ଏସିଏଫ ଅଜୟ କୁମାର ସାହୁ ଯୋଗ ଦେଇ ଆଲୋଚନା କରିଥିଲେ । ସୂଚନା ଲୋକ ସମ୍ପର୍କ ଉପ ନିର୍ଦ୍ଦେଶକ ସଂଜୀବ ବାରିକ କାର୍ୟ୍ୟକ୍ରମ ପରିଚାଳନା କରିଥିଲେ। ଏହି କାର୍ୟ୍ୟକ୍ରମ ରେ ଅନ୍ୟ ମାନଙ୍କ ମଧ୍ୟରେ ବିଭିନ୍ନ ଖଣି ସଂସ୍ଥାର କାର୍ୟନିର୍ବାହୀ ପ୍ରତିନିଧି, ବନ ବିଭାଗ କର୍ମଚାରୀ ତଥା ସାମ୍ବାଦିକ ମାନେ ଉପସ୍ଥିତ ରହିଥିଲେ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!