Wednesday, July 8, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଡାକ୍ତରଙ୍କୁ ଧରିଲା ଭିଜିଲାନ୍ସ

by ସଞ୍ଜୟ ସ୍ୱାଇଁ
October 9, 2021
in Crime, State
୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଡାକ୍ତରଙ୍କୁ ଧରିଲା ଭିଜିଲାନ୍ସ
220
VIEWS
Share on FacebookShare on Twitter

ବାରିପଦା, (ବାଘୁଆବାର୍ତ୍ତା): ଲାଞ୍ଚ ନେବା ବେଳେ ଡାକ୍ତର ବାବୁ ଗିରଫ । ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ବାରିପଦା ରଘୁନାଥ ମୁର୍ମୁ ମେଡିକାଲ କଲେଜ ଓ ହସ୍ପିଟାଲର ଡାକ୍ତର ଦେବୀଦତ୍ତ ପାତ୍ରଙ୍କୁ ଧରିଥିଲା ଭିଜିଲାନ୍ସ । ମୃତ ବ୍ୟକ୍ତିଙ୍କ ପୋଷ୍ଟମର୍ଟମ ରିପୋର୍ଟ ଦେବାକୁ ସେ ୨୦ ହଜାର ଟଙ୍କା ଲାଞ୍ଚ ମାଗିଥିଲେ । ଲାଞ୍ଚ ଟଙ୍କା ନେବା ବେଳେ ଧରିଥିଲା ଭିଜିଲାନ୍ସ । ଡାକ୍ତର ଦେବୀଦତ୍ତ ପାତ୍ରଙ୍କଠାରୁ ଲାଞ୍ଚ ଟଙ୍କା ଜବତ ହୋଇଛି । ଏହାପରେ ତାଙ୍କର ମୟୂରଭଞ୍ଜ ଜିଲ୍ଲା ଖୁଣ୍ଟା ଥାନା ଅନ୍ତର୍ଗତ ସୀମାଗାଡ଼ିଆ ସ୍ଥିତ ପୈତୃକ ଘରେ ରେଡ୍ ହୋଇଥିଲା । ଡାକ୍ତର ଦେବଦତ୍ତ ପାତ୍ରଙ୍କ ନାଁରେ ଏକ ମାମଲା ରୁଜୁ କରି ଖୋଳତାଡ କରୁଛି ଭିଜିଲାନ୍ସ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!