Wednesday, July 8, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦୁଇ ରାଉଣ୍ଡ ଗୁଳି ଫୁଟାଇ ମହିଳାଙ୍କ ବେକରୁ ସୁନାଚେନ ଲୁଟିନେଲା ଦୁର୍ବୃତ୍ତ, ବାଇକ ଛାଡି ଦୁର୍ବୃତ୍ତ ଫେରାର

by ସଞ୍ଜୟ ସ୍ୱାଇଁ
October 9, 2021
in Crime, State
ଦୁଇ ରାଉଣ୍ଡ ଗୁଳି ଫୁଟାଇ ମହିଳାଙ୍କ ବେକରୁ ସୁନାଚେନ ଲୁଟିନେଲା ଦୁର୍ବୃତ୍ତ, ବାଇକ ଛାଡି ଦୁର୍ବୃତ୍ତ ଫେରାର
221
VIEWS
Share on FacebookShare on Twitter

ସୋର, (ବାଘୁଆବାର୍ତ୍ତା): ପୋଲିସ ଲୁଟେରା ହାଇଡ୍ରାମା । ତାଳକୁରୁଣିଆ ନିକଟରୁ ମହିଳାଙ୍କ ବେକରୁ ସୁନାଚେନ ଲୁଟ୍ । ଦୁଇ ରାଉଣ୍ଡ ଗୁଳି ଚଳାଇ ବାଇକ ଛାଡି ଦୁର୍ବୁର୍ତ୍ତ ଫେରାର କ୍ଷ ବାଲେଶ୍ୱର ଜିଲ୍ଲା ବାହାନଗା ବ୍ଲକ ତଳକୁରୁଣିଆ ଛକରୁ ଜଣେ ମହିଳା ସ୍କୁଟିରେ ଯାଉଥିବା ବେଳେ ଦୁଇ ଜଣ ଦୁର୍ବୃତ୍ତ ଏକୁଟିଆ ପାଇ ତାଙ୍କ ସ୍କୁଟି ଅଟକାଇଥିଲେ । ଛୁରୀ ଦେଖାଇ ଭୟଭୀତ କରି ତାଙ୍କ ବେକରୁ ସୁନା ଚେନ ଛିଡ଼ାଇନେଇ ପଳାଇ ଯାଉଥିବା ବେଳେ ମହିଳା ଜଣଙ୍କ ପାଟି କରିବାରୁ ସ୍ଥାନୀୟ ଲୋକେ ଦୁର୍ବୁର୍ତ୍ତଙ୍କୁ ଅଟକାଇବାକୁ ଚେଷ୍ଟା କରୁଥିବା ବେଳେ ସେମାନେ ଖସି ଯିବାକୁ ସାଉଡୁ ନାୟକ ବନ୍ଦ ସଫଳ ହୋଇଥିଲେ । କିନ୍ତୁ ଖବରପାଇ ଛବାଟିଆ ଛକରେ କିଛି ଲୋକ ରୁଣ୍ଡ ହୋଇ ଦ୍ରୁତଗତିରେ ଆସୁଥିବା ଦୁର୍ବୁତ୍ତଙ୍କ ବାଇକକୁ ଅଟକାଇବା ପାଇଁ ରାସ୍ତାରେ ସାଇକେଲ ରଖିଦେଇଥିଲେ । ଦୁର୍ବୃତ୍ତମାନେ ନ ଅଟକିବାରୁ ଲୋକେ ସେମାନଙ୍କ ମୁହଁକୁ ଗରମ ଚାହା ଫିଙ୍ଗିଥିଲେ. ଫଳରେ ସେମାନେ ବାଇକରୁ ପଡି ଯାଇ ଲୋକଙ୍କୁ ଭୟଭୀତ କରିବା ପାଇଁ ଦୁଇ ରାଉଣ୍ଡ ଗୁଳି ଚାଳନା କରିବା ସହ ବିଲ ମଧ୍ୟକୁ ଦୌଡ଼ି ପଳାଇ ଯାଇଥିଲେ । ଖବରପାଇ ସୋର ପୋଲିସ ଘଟଣା ସ୍ଥଳରେ ପହଂଚି ବାଇକକୁ ଜବତ କରିବା ସହ ସ୍ଥାନୀୟ ଲୋକଙ୍କ ସହାୟତାରେ ଦୁର୍ବୃତ୍ତଙ୍କୁ ଧରିବା ପାଇଁ ଚେଷ୍ଟା ଚଳାଇଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!