Wednesday, July 8, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାଜଧାନୀରେ ପୁଣି ଜବତ ହେଲା ବ୍ରାଉନସୁଗାର, ୨୬୨ ଗ୍ରାମ୍ ବ୍ରାଉନସୁଗାର ଜବତ କରିବା ସହ ଜଣଙ୍କୁ ଗିରଫ

by ସଞ୍ଜୟ ସ୍ୱାଇଁ
October 9, 2021
in Crime, State
ରାଜଧାନୀରେ ପୁଣି ଜବତ ହେଲା ବ୍ରାଉନସୁଗାର, ୨୬୨ ଗ୍ରାମ୍ ବ୍ରାଉନସୁଗାର ଜବତ କରିବା ସହ ଜଣଙ୍କୁ ଗିରଫ
68
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ରାଜଧାନୀରେ ପୁଣି ଜବତ ହେଲା ବ୍ରାଉନସୁଗାର । କ୍ୟୁଏଟିକୁ ମିଳିଲା ସଫଳତା । ୨୬୨ ଗ୍ରାମ୍ ବ୍ରାଉନସୁଗାର ଜବତ କରିବା ସହ ଜଣଙ୍କୁ ଗିରଫ କରିଛି । ଗିରଫ ଯୁବକଙ୍କ ନାଁ ମୁନାଲ ସାମଲ । ତା ନିକଟରୁ ନଗଦ ୧୦ ହଜାର ଟଙ୍କା ବି ଜବତ ହୋଇଛି । ଜବତ ବ୍ରାଉନସୁଗାରର ଆନୁମାନିକ ମୂଲ୍ୟ ୨୭ ଲକ୍ଷ ଟଙ୍କା । ମୁନାଲ ଜଳେଶ୍ବର ଅଂଚଳରୁ ବ୍ରାଉନସୁଗାର ଆଣି ରାଜଧାନୀରେ ବିକ୍ରି କରୁଥିଲା । ବାଲିଅନ୍ତା ଥାନା ଅଂଚଳରୁ ତାଙ୍କୁ କ୍ୟୁଏଟି ଗିରଫ କରିଛି । ୨୦୨୧ରେ କେବଳ ୧୦ କେଜିରୁ ଅଧିକ ବ୍ରାଉନସୁଗାର ଜବତ କରାଯାଇଛି । ଭୁବନେଶ୍ବର ୟୁପିଡି କେବଳ ୫.୬୬ କେଜି ବ୍ରାଉନସୁଗାର ଜବତ କରିବା ସହ ୬୭ ଜଣକୁ ଗିରଫ କରିଛି । କଟକ ପୋଲିସ ୪.୬୪୬ କେଜି ବ୍ରାଉନସୁଗାର ଜବତ କରିବା ସହ ୩୦ ଜଣଙ୍କୁ ଗିରଫ କରାଯାଇଛି । ୪୩ ଲକ୍ଷ ୫୦ ହଜାର ଟଙ୍କା ଭୁବନେଶ୍ବର ପୋଲିସ ଜବତ କରିଛି । ୧ କେଜି ୭୫୦ ଗ୍ରାମ ବ୍ରାଉନସୁଗାର ଜବତ କରିବା ସହ ୩୩ ଜଣଙ୍କୁ ଗିରଫ କରାଯାଇଛି । ଡ୍ରଗ୍ସ ଅଡିଟ୍ ଲୋକଙ୍କୁ ସମାଜର ମୁଖ୍ୟ ସ୍ରୋତକୁ ଆଣିବା ପାଇଁ ପୋଲିସ ଚେଷ୍ଟା କରିବ । ସବୁ ବ୍ରାଉନସୁଗାର କଲିକତା ଅଞ୍ଚଳରୁ ଆସୁଛି । ଡ୍ରଗ୍ସ ଉପରେ କଣ୍ଟ୍ରୋଲ ଆସିଲେ ଅପରାଧ ନିୟନ୍ତ୍ରଣ କରାଯାଇ ପାରିବ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!